ଆଜି ବସିବ ଛତିଶା ନିଯୋଗ ବୈଠକ, ରବିବାର ଜଗା ଦର୍ଶନ ଉପରେ ହୋଇପାରେ ଆଲୋଚନା

ପୁରୀ ଅଫିସ,୧୨।୩: ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ । ବୈଠକରେ ମହାପ୍ରଭୁଙ୍କ ଦୋଳ ପୂର୍ଣ୍ଣିମା ନୀତି ର୍ନିଘଣ୍ଟ ଉପରେ ମୁଖ୍ୟ ଆଲୋଚନା ହେବ । ଏହା ବ୍ୟତୀତ କୋଭିଡ ସଂକ୍ରମଣ ହାର ହ୍ରାସ ପାଇଥିବାରୁ ରବିବାର ଶ୍ରୀମନ୍ଦିର ଦର୍ଶନ ବନ୍ଦ ଉପରେ କଟକଣା ଉଠିବ ନା ରହିବ ସେନେଇ ଆଲୋଚନା ହେବ। ତା’ସହିତ ଶ୍ରୀମନ୍ଦିର ନୀତି ଓ ଦର୍ଶନ ଶୃଙ୍ଖଳା ପ୍ରସଙ୍ଗ ଉପରେ ମଧ୍ୟ ବୈଠକରେ ତର୍ଜମା କରାଯିବ । ପୂର୍ବ ଘୋଷଣା ମୁତାବକ ନିର୍ଦ୍ଧାରିତ ସମୟରେ ଶ୍ରୀମନ୍ଦିର ଦ୍ୱାର ଫିଟା ଓ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହେଉଛି କି ନାହିଁ ତାହାର ବି ସମୀକ୍ଷା କରାଯିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri