ସହରର ଉନ୍ନତି ନେଇ ବିଧାୟକଙ୍କ ସହ ଆଲୋଚନା କଲେ ଦଳୀୟ ନେତୃବୃନ୍ଦ

ଗଞ୍ଜାମ,୬ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ପୋତାଗଡ଼ଠାରେ ରବିବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଦଳୀୟ ନେତୃବୃନ୍ଦଙ୍କ ସହ ଦଳୀୟ ସଂଗଠନ ଓ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ। ଆସନ୍ତା ସପ୍ତାହରେ ଘର ପଟ୍ଟା ବଣ୍ଟନ କରାଯିବା ପାଇଁ ପ୍ରଶାସନ ସ୍ତରରେ ଆଲୋଚନା ହୋଇଥିବା ବିଧାୟକ ସୂଚନା ଦେଇଥିଲେ l କଲ୍ୟାଣ ମଣ୍ଡପ ନିର୍ମାଣ କାର୍ଯ୍ୟ ଖୁବ୍‌ଶୀଘ୍ର ଟେଣ୍ଡର କରାଯାଇ କାମ ଆରମ୍ଭ ହେବ ବୋଲି ବିଧାୟକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଥିରେ ନଗର ସଭାପତି ପି.ରାଜୁ ରେଡ୍ଡୀ, ପୂର୍ବତନ ଏମ୍‌ପି ପ୍ରତିନିଧି ସୁଧୀର କୁମାର ପାଢ଼ୀ, ବଣିକ ସଂଘ ସଭାପତି ଗୌରୀ ଶଙ୍କର ବାରିକ ପୂର୍ବତନ ଉପନଗରପାଳ ନୀଳାଞ୍ଚଳ ବାରିକ୍‌, ଏନ୍‌ଏସି ନିର୍ବାଚନ ଅଧିକାରୀ ଦାୟିତ୍ୱରେ ଥିବା ଯୁବନେତା ରାକେଶ ରଞ୍ଜନ ଦାସ, ମନୋଜ ପ୍ରଧାନ, ଜିତୁ ପଣ୍ଡା, ସୀମାଞ୍ଚଳ ସାହୁ, ଗୁଗୁନା ବାରିକଙ୍କ ସମେତ ବହୁ ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri