Posted inରାଜ୍ୟ

ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ: ରାଜ୍ୟପାଳ

ଭୁବନେଶ୍ୱର,୫।୨: ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ଗୃହରେ ଅଭିଭାଷଣ ରଖି ଗୃହକାର୍ଯ୍ୟ ଆରମ୍ଭ କରିଛନ୍ତି। ରାଜ୍ୟରେ କିପାରି ସରକାରଙ୍କ ନେତୃତ୍ୱରେ ସଫଳତା ପରେ ସଫଳତା ମିଳିଛି ତାହା ରାଜ୍ୟପାଳଙ୍କ ଅଭିଭାଷଣରେ ଦେଖିବାକୁ ମିଳିଥିଲା। ପ୍ରାରମ୍ଭରେ ରାଜ୍ୟପାଳ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ, ପରେ ସହିଦ ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ଏଥିସହିତ ନିକଟରେ ରାଜ୍ୟ ସରକାର ଲୋକାର୍ପିତ କରିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପକୁ ପ୍ରଶଂସା କରିଛନ୍ତି ରାଜ୍ୟପାଳ। ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି, ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ମଧ୍ୟ କରାଯାଉଛି। ସେହିଭଳି ରାଜ୍ୟପାଳ ଫାଇଭ୍‌-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗର ସଫଳତା ବଖାଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ…

ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…

ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?