Odisha Budget: ଓଡ଼ିଶା ପାଇଁ ଖୁସିଖବର: ସୁଧମୁକ୍ତ ୫୦ ହଜାର କୋଟି ଋଣ

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି।
ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। କୃଷି ପାଇଁ ଏଥର ବଜେଟରେ ୩୭,୮୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ।

ରାଜ୍ୟରେ ସମୃଦ୍ଧି, ଅଭିବୃଦ୍ଧି, ରୋଜଗାର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। କେନ୍ଦ୍ର ସରକାରଙ୍କ ଠାରୁ ସୁଧମୁକ୍ତ ୫୦ ହଜାର କୋଟି ଋଣ ମିଳିଛି। ଭୁବନେଶ୍ବରରେ ଯାନବାହାନ ଭିଡ଼ ରୋକିବାକୁ ୧୩ ହଜାର କୋଟି ରାଜ୍ୟ ସରକାର ବ୍ୟୟ ଅଟକଳ ରଖିଛନ୍ତି। ରାଜ୍ୟ ରାଜପଥକୁ ୪ ଲେନ କରିବାକୁ ନିଷ୍ପତ୍ତି ହୋଇଛି। ନୂଆ କରି ୩ ହଜାର କିମି ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ୬ ହଜାର ୫୦୨ କୋଟି ଟଙ୍କା ବ୍ୟୟ କରାଯିବ। NHAI ପରି ଓଡ଼ିଶା ରାଜ୍ୟ ପ୍ରାଧିକରଣ ସଡ଼କ ସଂସ୍ଥା ଗଠନ ହେବ। ଗ୍ରାମୀଣ ପରିବହନ ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ପରିବହନ ଯୋଜନାରେ ୧ ହଜାର ୮୫ କୋଟି ରାଜ୍ୟ ସରକାର ବୟ ବରାଦ କରିଛନ୍ତି।

ଅନ୍ୟପକ୍ଷେ ଜଳସମ୍ପଦ ବିଭାଗରେ ମୁହାଣ ଖନନ ପାଇଁ ୩୮୬ କୋଟି ବ୍ୟୟ ଅଟକଳ କରାଯାଇଛି। ହୀରାକୁଦ ଡ୍ୟାମ୍‌ର ନବୀକରଣ ପାଇଁ ୮୫୦ କୋଟି ବ୍ୟୟ ବରାଦ ହୋଇଛି। ସେହିପରି ଅନ୍ୟାନ୍ୟ ଡ୍ୟାମ ଉନ୍ନତି ପାଇଁ ୫୭ କୋଟି ଖର୍ଚ୍ଚ ହେବ। ଜଳ ସମସ୍ୟା .ନେଇ ନଳକୂପଗୁଡ଼ିକ ପାଇଁ ବଜେଟ୍‌ରେ ୧୧୫୦ କୋଟି ବ୍ୟୟ ଅଟକଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri