ରିଲେସନଶିପରେ ଅଛନ୍ତି ଦିଶା!

ମୁମ୍ବାଇ: ବଲିଉଡର ବୋଲ୍ଡ ଓ ବିୟୁଟିଫୁଲ ଅଭିନେତ୍ରୀ ଦିଶା ପାଟନୀ ଫିଲ୍ମ ଅପେକ୍ଷା ତାଙ୍କ ଲଭ ଲାଇଫକୁ ନେଇ ହେଡଲାଇନରେ ରହିଛନ୍ତି।କିଛିଦିନ ତଳେ ଖବର ସାମ୍ନାକୁ ଆସିଥିଲା ଯେ ଦିଶା ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କୁ ଡେଟ କରୁଛନ୍ତି। ପ୍ରଶଂସକମାନେ ସେମାନଙ୍କର ଅନସ୍କ୍ରିନ ଏବଂ ଅଫସ୍କ୍ରିନ କେମେଷ୍ଟ୍ରିକୁ ବହୁତ ପସନ୍ଦ କରୁଥିଲେ। କିନ୍ତୁ ଅଭିନେତ୍ରୀ ଏହି ଖବରକୁ କେବେ ମୁଖ୍ୟ ଖୋଲି କହି ନ ଥିଲେ। ଏହାସହ କିଛି ସମୟ ପୂର୍ବରୁ ସେମାନଙ୍କ ବ୍ରେକଅପ ଖବର ଇଣ୍ଟରନେଟରେ ନିଆଁ ପରି ବ୍ୟାପିଗଲା ଏବଂ କୁହାଗଲା ଯେ ଦିଶା ଏବଂ ଟାଇଗର ଅଲଗା ହୋଇଯାଇଛନ୍ତି।

ଏବେ ଅଭିନେତ୍ରୀ ଏକ ପାର୍ଟୀରେ ଏମିତି ଜଣେ ବ୍ୟକ୍ତିଙ୍କ ସହ ନଜର ଆସିଛନ୍ତି ଯାହା ସହିତ ତାଙ୍କ ନାମ ଦୀର୍ଘ ଦିନ ଧରି ଯୋଡା ଯାଇ ଆସୁଛି। ଏବେ ଏମାନେ ଦୁହେଁଁ ପରସ୍ପରର ଅତି ନିକଟତର ହୋଇଥିଲେ, ଯାହା ପରେ ସେମାନଙ୍କ ଆଫେୟାରର ଖବର ସାମ୍ନାକୁ ଆସିଥିଲା। ସୋସିଆଲ ମିଡିଆରେ ଦିଶାଙ୍କ ଏକ ଭିଡିଓ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଅଭିନେତ୍ରୀ ଆଲେକ୍ସଜାଣ୍ଡାର ଆଲେକ୍ସିକଙ୍କ ସହ ନଜର ଆସିଛନ୍ତି। ତେବେ ଆଲେକଜାଣ୍ଡାର ତାଙ୍କ ନୂଆ ବୟଫ୍ରେଣ୍ଡ ବୋଲି ଆଲୋଚନା ହେଉଛି।
ଏହି ଭିଡିଓରେ ଦିଶା ତାଙ୍କ ବନ୍ଧୁଙ୍କ ସହ ଆଲେକ୍ସଜାଣ୍ଡାରଙ୍କ ପରିଚୟ କରାଉଥିବା ଦେଖାଯାଉଛି। ଭିଡିଓ ଭାଇରାଲ ହେବା ପରେ ସୋସିଆଲ ମିଡିଆ ୟୁଜର୍ସ ଏହା ଉପରେ ଖୁବ କମେଣ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri