ଦିଶାଙ୍କ ଲେହଙ୍ଗା ଫଟୋ ପାଇଁ ପାଗଳ ୟୁଜର୍ସ

ବଲିଉଡ୍‌ର ହଟ ଆକ୍ଟ୍ରସ ଦିଶା ପଟାନି ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। କେବେ ଅପକମିଂ ଫିଲ୍ମ ପାଇଁ ତ ଆଉ କେବେ ସୋସିଆଲ ମିଡିଆ ବିଭିନ୍ନ ପୋଷ୍ଟ ଲାଗି। କିନ୍ତୁ ତାଙ୍କୁ ଚର୍ଚ୍ଚାରେ ରହିବା ଜଣାଅଛି। ନିକଟରେ ଜଣେ ସାଙ୍ଗର ମ୍ୟାରେଜ ପାର୍ଟିରେ ଦିଶାଙ୍କୁ ଷ୍ଟାଇଲିଶ ଲେହଙ୍ଗାରେ ଦେଖିବାକୁ ମିଳିଥିଲା। ତା ସାଙ୍ଗକୁ ଡାଇମଣ୍ଡ ନେକଲେସ ଓ ଇୟରିଂ। ଏହାର କିଛି ଫଟୋ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ମାତ୍ର କିଛି ଘଣ୍ଟାରେ ତାଙ୍କ ଫଟୋକୁ ମିଳିସାରିଛି ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲାଇକ୍‌। ଏହା ୟୁଜର୍ସଙ୍କ ପାଗଳାମୀ ନୁହେଁ ତ ଆଉ କ’ଣ ?


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ଗାଡି ଛାଡି ଅଟୋରେ ଯାତ୍ରା କଲେ ଆଲିଆ

ଆଜିକାଲି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଶୁଟିଂରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ ଏକ ଦାମୀ କାର ଛାଡି ଅଟୋ ଯାତ୍ରା କରୁଥିବାର ନଜର ଆସିଥିଲେ।...

ଅଭିନେତା ଜଗଦୀପଙ୍କ ପରଲୋକ

ମୁମ୍ବାଇ,୯।୭: ବଲିଉଡ୍‌ର ଜଣାଶୁଣା ଅଭିନେତା ଜଗଦୀପଙ୍କ ମୁମ୍ବାଇରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ପୂର୍ବରୁ ସେ କର୍କଟ ରୋଗରେ ପୀଡ଼ିତ ଥିଲେ।...

ଏହି ଅଭିନେତ୍ରୀ ନିଜକୁ କହିଲେ ବେଡ୍‌ରୁମ୍‌ ପ୍ରିନ୍‌ସେସ୍‌

ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ସାନ ଝିଅ ଖୁସି କପୁର ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌। ମାତ୍ର ସେ ବର୍ତ୍ତମାନ ସୁଦ୍ଧା ଫିଲ୍ମ ଦୁନିଆରେ...

ଡ୍ରଗ୍ସ ବିବାଦ ପରେ ମଧ୍ୟ ବଲିଉଡ୍‌ର ସବୁଠାରୁ ବିଶ୍ୱସ୍ତ ଅଭିନେତ୍ରୀ ଦୀପିକା ପାଦୁକୋନ

ବିଗତ କିଛି ଦିନ ହେବ ବଲିଉଡ୍‌ରେ ଡ୍ରଗ୍ସ କାରବାରକୁ ନେଇ ଅନେକ ପ୍ରଶ୍ନ ଉଠିଛି। ଲୋକମାନେ ରାଗରେ ଅନେକ କଳାକାର ଓ ସେମାନଙ୍କ ଫିଲ୍ମ ଉପରେ...

ଜୟାଙ୍କ ସହ ଲଣ୍ଡନ ଯିବା ପୂର୍ବରୁ ଅମିତାଭଙ୍କ ପାଖରେ ଏମିତି ସର୍ତ୍ତ ରଖିଥିଲେ ବାପା: ପୂରା ଘଟଣା ଜାଣିଲେ…

ମହାନାୟକ ଅମିତାଭ ବଚ୍ଚନ ଅଭିନୟ ସାଙ୍ଗକୁ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାର ଶିରୋନାମା ପାଲଟିଥାନ୍ତି। ଏବେ ବି ରେଖାଙ୍କ ସହ ତାଙ୍କ ସମ୍ପର୍କ ଏବଂ...

ପ୍ରଶଂସିକାରୁ ଜୀବନସାଥୀ: ଶ୍ରୀତମ ଦାସ

ପ୍ରଶଂସିକାରୁ ଜୀବନସାଥୀ – ଶ୍ରୀତମ ଦାସ (ଅଭିନେତା) ପ୍ରଶଂସିକାରୁ ପ୍ରେମିକା ଏବଂ ପରେ ଜୀବନସାଥୀ। ବିବାହର ୬/୭ ବର୍ଷ ପୂର୍ବରୁ ଭୁବନେଶ୍ୱରରେ ମୋ ସହ ପୁନମ୍‌ଙ୍କର...

ଶୁଟିଂ ଆରମ୍ଭ କଲେ ଜାହ୍ନବୀ

ମୁମ୍ବାଇ: ୨୦୧୮ରେ ରିଲିଜ୍ ହୋଇଥିବା ‘ଧଡକ’ ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିବା ଜାହ୍ନବୀ କପୁର ଏବେ ବଲିଉଡ୍‌ର ଜଣେ ପରିଚିତ ଚେହେରା । ଗତବର୍ଷ ନେଟପ୍ଲିକ୍ସରେ...

ଆଲିଆ ଭଟ୍ଟ ହେଲେ ଏସିଆର ସବୁଠୁ ସେକ୍ସି ମହିଳା

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ୨୦୧୯ରେ ସବୁଠୁ ସେକ୍ସି ମହିଳା ବିବେଚିତ ହୋଇଛନ୍ତି। ବ୍ରିଟେନର ସାପ୍ତାହିକ ଖବରକାଗଜ ‘ଇଷ୍ଟର୍ଣ୍ଣ ଆଇ’ ଦ୍ୱାରା ଜାରି କରାଯାଇଥିବା ସର୍ଭେରେ...

Advertisement
Archives

Model This Week