ଦିଶାଙ୍କ ଲେହଙ୍ଗା ଫଟୋ ପାଇଁ ପାଗଳ ୟୁଜର୍ସ

ବଲିଉଡ୍‌ର ହଟ ଆକ୍ଟ୍ରସ ଦିଶା ପଟାନି ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। କେବେ ଅପକମିଂ ଫିଲ୍ମ ପାଇଁ ତ ଆଉ କେବେ ସୋସିଆଲ ମିଡିଆ ବିଭିନ୍ନ ପୋଷ୍ଟ ଲାଗି। କିନ୍ତୁ ତାଙ୍କୁ ଚର୍ଚ୍ଚାରେ ରହିବା ଜଣାଅଛି। ନିକଟରେ ଜଣେ ସାଙ୍ଗର ମ୍ୟାରେଜ ପାର୍ଟିରେ ଦିଶାଙ୍କୁ ଷ୍ଟାଇଲିଶ ଲେହଙ୍ଗାରେ ଦେଖିବାକୁ ମିଳିଥିଲା। ତା ସାଙ୍ଗକୁ ଡାଇମଣ୍ଡ ନେକଲେସ ଓ ଇୟରିଂ। ଏହାର କିଛି ଫଟୋ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ମାତ୍ର କିଛି ଘଣ୍ଟାରେ ତାଙ୍କ ଫଟୋକୁ ମିଳିସାରିଛି ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲାଇକ୍‌। ଏହା ୟୁଜର୍ସଙ୍କ ପାଗଳାମୀ ନୁହେଁ ତ ଆଉ କ’ଣ ?


Enter your email to get our daily news in your inbox.

All Right Reserved By Dharitri.Com

ଜାତିଆଣ ବାସନ୍ଦ: ୧୮ ଘଣ୍ଟା ପଡ଼ି ରହିଲା ମୃତଦେହ

ବେଲପଡ଼ା,୩୦।୧୦(ମନୋଜ କୁମାର ମିଶ୍ର): ଜାତିଭେଦ ଭଳି ସାମାଜିକ କୁସଂସ୍କାର ଏବେ ବି ବଞ୍ଚି ରହିଛି। ଅନ୍ୟ ଜାତିର ଯୁବତୀଙ୍କୁ ବିବାହ କରିଥିବାରୁ ମୃତ୍ୟୁ ପରେ ବି ଆତ୍ମୀୟ…

ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକଙ୍କ ପାଇଁ ଖୁସି ଖବର; ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଚେନ୍ନାଇ,୩୦।୧୦: ଶୁକ୍ରବାର (ଅକ୍ଟୋବର ୩୦, ୨୦୨୬) , ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସରକାରୀ ଚାକିରି ପାଇଁ ସର୍ବାଧିକ ବୟସ ସୀମାରେ ୫ ବର୍ଷର କୋହଳ…

IND vs NZ 4th T20: ଏହାକୁ ଲଜ୍ଜାଜନକ ପରାଜୟ କୁହାଯାଇପାରେ! ୭ ବର୍ଷ ପରେ ନ୍ୟୁଜିଲ୍ୟାଣ୍ଡରେ ହାରିଲା ଭାରତ

ନୂଆଦିଲ୍ଲୀ,୩୦।୧୦: ଏହା ଏକ ଅତ୍ୟନ୍ତ ଲଜ୍ଜାଜନକ ପ୍ରଦର୍ଶନ ଥିଲା, ଯେଉଁଥିରେ ବିଶେଷକରି ବ୍ୟାଟରମାନେ ଦଳକୁ ନିରାଶ କରିଥିଲେ। ସାତ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନ୍ୟୁଜିଲ୍ୟାଣ୍ଡ…

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲେ ଭାଜପା ମଣ୍ଡଳ କର୍ମକର୍ତ୍ତା: ଭୁଶୁଡ଼ିଛି ଅନେକ ଘରର କାନ୍ଥ,

ଦାରିଙ୍ଗବାଡ଼ି, ୩୦।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ଆକଳନ ଓ ସ୍ଥିତି…

ବାରରୁ ହେଉଥିଲା ମଦ ଚାଲାଣ: ୯୩.୦୮ ଲିଟର ବିଦେଶୀ ମଦ ଜବତ, ୨ ଗିରଫ

କୋରାପୁଟ,୩୦।୧୦(ଅମିତାଭ ବେହେରା): ମଦ ଚୋରା ଚାଲାଣ ବିରୋଧରେ କୋରାପୁଟ ଜିଲା ନାରାୟଣପାଟଣା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବନ୍ଧୁଗାଁ ଅଞ୍ଚଳର ଏକ ବାରରୁ ନାରାୟଣପାଟଣା…

ଭୂସ୍ଖଳନରେ ମା‘-ବାପାଙ୍କ ସହ ଚାଲିଗଲା ୭ ମାସ ଶିଶୁପୁତ୍ରର ଜୀବନ

ରାଇକିଆ, ୩୦।୧୦ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ମାଣିକେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଡାଙ୍ଗେସି ଗ୍ରାମରେ ଘଟିଥିବା ଭୂସ୍ଖଳନରେ ନିଖୋଜ ଥିବା ଗୋଟିଏ ପରିବାରର ତିନିଜଣଙ୍କ…

ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା: ଭୁଲିଗଲେ ୧୫ ବର୍ଷର ବୈବାହିକ ସମ୍ପର୍କ

କୋରାପୁଟ, ୩୦।୧୦ (ଅମିତାଭ ବେହେରା): ସାମାନ୍ୟ ତରକାରୀକୁ ନେଇ ଘରୋଇ କଳହର କରୁଣ ପରିଣତି। ରାଗରେ ଅନ୍ଧ ହୋଇ ୧୫ ବର୍ଷର ବୈବାହିକ ସମ୍ପର୍କକୁ ଭୁଲିଗଲେ ସ୍ୱାମୀ।…

ବିପନ୍ନଙ୍କ ନିକଟରେ ପହଞ୍ଚିନି ପ୍ରଶାସନ, ଭୋକ ଉପାସରେ ଛଟପଟ ହୋଇ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ

ପୁରୁଷୋତ୍ତମପୁର,୩୦ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଋଷିକୂଲ୍ୟା ନଦୀରେ ଭୟଙ୍କର ବନ୍ୟାରେ କୂଳ ଲଂଘି ଗାଁଠୁ ସହର ସବୁଠି ପଶିଛି ବନ୍ୟାଜଳ। ଭାଙ୍ଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?