‘ଏମିତିି କିଛି ଅଛି ଯାହା ତୁମେ କରିପାରିବ ନାହିଁ’, ଟାଇଗରଙ୍କ ପାଇଁ କହିଲେ ଦିଶା

ମୁମ୍ବାଇ: ବଲିଉଡ ନାୟିକା ଦିଶା ପାଟନି ଓ ଟାଇଗର ଶ୍ରଫଙ୍କୁ ଆଗଭଳି ଏକାଠି ଦେଖିବାକୁ ମିଳୁନି ସତ। ଏମାନଙ୍କ ବ୍ରେକଅପ ଖବର ଭିତରେ ବି ଏମାନଙ୍କ ମଧ୍ୟରେ ଭଲପାଇବା ଓ ସମ୍ମାନ ପୂର୍ବପରି ରହିଛି। ଟାଇଗର ଜହରା ଏସ ଖାଁଙ୍କ ସହ ତାଙ୍କର ନୂଆ ଟ୍ରାକ ଲଭ ଷ୍ଟିରିଓ ଏଗେନକୁ ରିଲିଜ କରିଛନ୍ତି ଆଇ ଦିଶା ଇନଷ୍ଟାଗ୍ରାମରେ ଏହାକୁ ନେଇ ରିଆକ୍ଟ କରିଛନ୍ତି। ନିଜ ପୋଷ୍ଟରେ ଟାଇଗର ଓ ଜହରା ଉଭୟଙ୍କୁ ଟ୍ୟାଗ କରି ଦିଶା ଟାଇଗରଙ୍କ ଶର୍ଟଲେସ ଅବତାରର ଏକ ଫଟୋ ଶେୟାର କରି ଲେଖିଛନ୍ତି, ‘କ୍ୟା ଐସା କୁଛ ହୈ ଜୋ ଆପ ନେହିଁ କର ସକତେ ଟାଇଗର ଶ୍ରଫ, ଆପକି ଆଓ୍ବାଜ ଔର ଆପକା ଲୁକ ମୁଝେ ପସନ୍ଦ ହୈ’।
ଜହରାଙ୍କ ପାଇଁ ଦିଶା ଲେଖିଛନ୍ତି, ‘ସୁପର ହଟ ଔର ସେକ୍ସି’। ଏହି ଟ୍ରାକ ମନିଷ ଶଂଟିଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇଥିବା ବେଳେ ଏହାର ନିର୍ମାତା ହେଉଛନ୍ତି ଭୂଷଣ କୁମାର। ଟାଇଗର ଓ ଜହରା ଏହାକୁ ଗାଇଥିବା ବେଳେ ଅନ୍ତର୍ଜାତୀୟ ସଙ୍ଗିତର ବରିଷ୍ଠ ଗୀତିକାର ଏଡଓ୍ବାଡ ମାୟା ଓ ମାଷ୍ଟର ସଙ୍ଗିତକାର ତନିଷ୍କ ବାଗଚିଙ୍କ ସହଯୋଗରେ ଏହା ପ୍ରସ୍ତୁତ କରାଯାଇଛି। ଗୀତର ବୋଲ ହିନ୍ଦୀ ଗୀତିକାର ଶ୍ରଦ୍ଧା ପଣ୍ଡିତଙ୍କ ସହ ଅନ୍ତରାଷ୍ଟ୍ରୀୟ ଗୀତିକାର ଏଡଓ୍ବାର୍ଡ ମେରିୟନ, ଏଲ୍ଡାର ମଂସୁରୋବ ଓ କର୍ନିଭା ଭିକ୍ଟୋରିଆ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri