ଫିଲ୍ମ ‘ଯୋଦ୍ଧା’ରେ ସିଦ୍ଧାର୍ଥ ମାଲହୋତ୍ରାଙ୍କ ବିପକ୍ଷରେ ନଜର ଆସିବେ ଏହି ଦୁଇ ଅଭିନେତ୍ରୀ

ମୁମ୍ବାଇ: ଫିଲ୍ମ ନିର୍ମାତା କରଣ ଜୋହର ନିକଟରେ ତାଙ୍କ ପ୍ରଥମ ଫିଲ୍ମ ଘୋଷଣା କରିଥିଲେ। ଏହି ଫିଲ୍ମକୁ ସାଗର ଅମ୍ବ୍ରେ ଏବଂ ପୁଷ୍କର ଓଝା ନିର୍ଦ୍ଦେଶନା ଦେବେ ବୋଲି ଜଣାପଡିଛି। ତେବେ ଫିଲ୍ମ ‘ ଯୋଦ୍ଧା’ର ପ୍ରଥମ ଲୁକ୍‌ ଶେୟାର କରି ଏହି ଫିଲ୍ମଟି ୧୧ ନଭେମ୍ବର ୨୦୨୨ରେ ପ୍ରେକ୍ଷାଳୟକୁ ଆସିବ ବୋଲି ନିର୍ମାତା ଘୋଷଣା କରିଥିଲେ। ଏହି ଫିଲ୍ମରେ ସିଦ୍ଧାର୍ଥ ମାଲହୋତ୍ରା ମୁଖ୍ୟ ଭୂମିକାରେ ଅଭିନୟ କରିବା ପାଇଁ ଚୟନ ହୋଇଛନ୍ତି। ତେବେ ତାଙ୍କ ବିପକ୍ଷରେ ଅଭିନୟ କରିବା ମୁଖ୍ୟ ଅଭିନେତ୍ରୀଙ୍କ ନାମ ମଧ୍ୟ ଶନିବାର ଘୋଷଣା କରାଯାଇଛି। ସେ ହେଉଛନ୍ତି ଦିଶା ପଟାନି ଏବଂ ରାଶି ଖାନ୍ନା।

ଦିଶା ପଟାନି ଏହାର ଏକ ପୋଷ୍ଟର ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ସେଥିରେ ଲେଖାଅଛି, ‘ଓ୍ବେଲକମ୍‌ ଦିଶା ପଟାନି’। ଅଭିନେତ୍ରୀ ଏହାର କ୍ୟାପଶନରେ ଲେଖିଛନ୍ତି, ‘ମୁଁ ଏହି ଯାତ୍ରାରେ ଯୋଗ ଦେବାକୁ ଯାଉଥିବାରୁ ବହୁତ୍‌ ଆନନ୍ଦିତ ଅଛି’। ସେହିପରି ରାଶି ଖାନ୍ନା ମଧ୍ୟ ଏକା ପୋଷ୍ଟର ଶେୟାର କରି ଲେଖିଛନ୍ତି ଯେ, ମୁଁ ଏହି ଟିମ୍‌ରେ ଯୋଗ ଦେବାକୁ ଅତ୍ୟନ୍ତ ଉତ୍ସାହିତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୨୪ ବର୍ଷ ପରେ ପତ୍ନୀଙ୍କଠାରୁ ଅଲଗା ହେବେ ସୋହେଲ ଖାଁ

ମୁମ୍ବାଇ: ବଲିଉଡ ଅଭିନେତା ସୋହେଲ ଖାଁ ଓ ପତ୍ନୀ ସୀମା ଖାଁ ପରସ୍ପରଠାରୁ ଅଲଗା ହେବାକୁ ଯାଉଛନ୍ତି । ବିବାହର ୨୪ ବର୍ଷ ପରେ ଏମାନେ...

କିଏ ଏହି କୁନି ଶିଶୁ, ଯାହାର ଚେହେରା ମିଶୁଛି କରୀନାଙ୍କ ପୁଅ ସହ

କରୀନା କପୁର ଏବଂ ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୁଅ ତୈମୁର ଅଲ୍ଲୀ ଖାନ୍‌ ଷ୍ଟାର୍‌ କିଡ୍‌ ଭାବେ ଲୋକପ୍ରିୟତା ରହିଛି। ସୋସିଆଲ ମିଡିଆରେ ଏବେ ତୈମୁରଙ୍କ...

ଓ୍ବିଙ୍ଗ୍‌ କମାଣ୍ଡର ରାକେଶ ଶର୍ମାଙ୍କ ବାୟୋପିକ୍‌ରେ ନଜର ଆସିବେ ଫରହାନ

ବଲିଉଡ୍‌ରେ ଓ୍ବିଙ୍ଗ୍‌ କମାଣ୍ଡର ରାକେଶ ଶର୍ମାଙ୍କ ବାୟୋପିକ୍‌ ନିର୍ମାଣକୁ ନେଇ ଗତ କିଛି ବର୍ଷ ହେବ ଚର୍ଚ୍ଚା ହେଉଛି। ଫିଲ୍ମର ପ୍ରମୁଖ ଚରିତ୍ର ପାଇଁ ଶାହାରୁଖ୍‌...

‘ବ୍ରହ୍ମାସ୍ତ୍ର’ ପୂର୍ବରୁ ଏହି ପ୍ରୋଜେକ୍ଟରେ ନଜର ଆସିବେ ଆଲିଆ-ରଣବୀର

ମୁମ୍ବାଇ : ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ରଣବୀର କପୁର ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ ନଜର ଆସିବେ। ମାତ୍ର ଏହି ଫିଲ୍ମ ପୂର୍ବରୁ ତାଙ୍କୁ...

ବିରାଟ କୋହଲିଙ୍କୁ ବିବାହ କରିବାକୁ ଚାହୁଁ ନ ଥିଲେ ଅନୁଷ୍କା

ସମସ୍ତେ ଜାଣିଛନ୍ତି କି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ବିବାହ କରିଛନ୍ତି। କିନ୍ତୁ କୋହଲିଙ୍କୁ ବିବାହ କରିବାକୁ ଚାହୁଁ...

ସନ୍ୟାସ ନିଅନ୍ତୁ ଅମିତାଭ, ତାଙ୍କ ପାଇଁ ଆଉ କାହାଣୀ ନାହିଁ: ସଲିମ ଖାନ୍‌

ବମ୍ବେ: ମହାନ ଲେଖକ ସଲିମ ଖାନ୍‌ ଏବଂ ମେଗାଷ୍ଟାର ଅମିତାଭ ବଚ୍ଚନ ଏକାଠି ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି। ସେଥିରେ ରହିଛି ‘ଶୋଲେ, ଦିଓ୍ବାର, ଡନ୍‌,...

ନିଜ ବିବାହକୁ ନେଇ ରାଜ୍‌ ଖୋଲିଲେ କପିଲ

କମେଡି କିଙ୍ଗ୍‌ କପିଲ ଶର୍ମା ଗତ ବର୍ଷ ଡିସେମ୍ବରରେ ପ୍ରେମିକା ଗିନ୍ନୀ ଚତରଥଙ୍କୁ ବିବାହ କରିଥିଲେ। ଏହି ବିବାହକୁ ନେଇ ସେହି ସମୟରେ ଖୁବ୍‌ ଧମାଲ...

ପ୍ରେଗ୍ନେଣ୍ଟ ଅଛି ବୋଲି କହି ଟ୍ରୋଲ୍‌ ହେଲେ ରାକ୍ଷୀ

ନୂଆଦିଲ୍ଲୀ: ବଲିଉଡ୍‌ ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ସୋସିଆଲ୍‌ ମିଡିଆରେ କିଛି ନା କିଛି କୌତୁକ କରି ସବୁବେଳେ ସମାଲୋଚିତ ହୁଅନ୍ତି। ଦର୍ଶକ କୁହନ୍ତି ମୋଷ୍ଟ୍‌...

Advertisement
Archives

Model This Week