ଦିଶାଙ୍କ ନୋ ମେକଅପ୍ ଲୁକ୍‌

ମୁମ୍ମାଇ: ବଲିଉଡ୍ ବୋଲ୍ଡ ବିୟୁଟି ଦିଶା ପାଟନି ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ତାଙ୍କର କିଛି ଫଟୋ କି ଭିଡିଓ ସୋସିଆଲ ମିଡିଆରେ ଅପଲୋଡ ହେବା ମାତ୍ରେ ଭାଇରାଲ ହୋଇଯାଇଥାଏ । ନିକଟରେ ଗୋଟିଏ ଦିନ ପୂର୍ବରୁ ବର୍ଷା ସମୟରେ ଏହି ନାୟିକା ମୁମ୍ବାଇରେ ସ୍ପଟ ହୋଇଥିଲେ । ସେହି ସମୟର କିଛି ଫଟୋ ଏବେ ଭାଇରାଲ ହେବାରେ ଲାଗଛି । ଏଥିରେ ଦିଶା ନୋ ମେକଅପରେ ଥିବା ବେଳେ ବେଶ୍ ଫିଟ୍ ଲାଗୁଥିଲେ । ଟ୍ରେଣ୍ଡି କଷ୍ଟ୍ୟୁମ ସାଙ୍ଗକୁ ହାତରେ ପାଣି ବୋତଲ ଧରିଥିଲେ । ସ୍ପୋର୍ଟସ ଇନର ସହ ବ୍ଲୁ ଜିନ୍ସ ଆଉ କରୋନା ମହାମାରୀ ପାଇଁ ମାସ୍କ ବି ପିନ୍ଧିଥିଲେ ଅଭିନେତ୍ରୀ । ମୁମ୍ବାଇରେ ବର୍ଷା ହେଉଥିବାରୁ ତାଙ୍କର ଆସିଷ୍ଟାଣ୍ଡ ଏକ ବଡ ଛତା ନେଇ ତାଙ୍କ ସହ ଚାଲୁଥିବା ଦେଖାଯାଇଥିଲା । ମେକଅପ୍ ନ ନେଇ ବି ବେଶ୍ ସିମ୍ପଲ ଲାଗୁଥିଲେ ଦିଶା । ଫଟୋ ପାଇଁ ପୋଜ୍ ଦେବାକୁ କହିଥିଲେ ବି ସେ ଅଟକି ନ ଥିଲେ । ନିକଟରେ ତାଙ୍କ ଅଭିନୀତ ଫିଲ୍ମ ରାଧେ ରିଲିଜ୍ ହୋଇଥିବା ବେଳେ ଆଉ ଦୁଇଟି ଫିଲ୍ମ ପାଇପ ଲାଇନରେ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri