ହୋଇନି ବ୍ରେକ୍‌ଅପ୍‌ !

ବମ୍ବେ: କଥାରେ ଅଛି ସତ କେବେ ଲୁଚି ରହେନା। ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ କେବେ ବି ଖୋଲାଖୋଲି ଅଭିନେତ୍ରୀ ଦିଶା ପଟାନୀଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲି ନାହାନ୍ତି। ହେଲେ ଉଭୟଙ୍କୁ ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ବୋଲି କୁହାଯାଇଥାଏ। ଉଭୟଙ୍କ ପ୍ରେମର ଗାଡ଼ି ଠିକ୍‌ ଚାଲୁଥିଲେ ହେଁ ନିକଟରେ ତାଙ୍କର ବ୍ରେକ୍‌ଅପ୍‌ ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ହେଲେ ଏବେ ସେମାନଙ୍କ ମଧ୍ୟରେ ସବୁକିଛି ଠିକ୍‌ ଚାଲିଥିବା ଜଣାପଡ଼ିଛି। ନିଜେ ଟାଇଗର ଏନେଇ ପରୋକ୍ଷରେ ଜଣାଇଛନ୍ତି।

ଟାଇଗର ନିଜର ଇନ୍‌ଷ୍ଟାଗ୍ରାମ ପୋଷ୍ଟରେ ‘ଏକ ଭିଲେନ୍‌ ରିଟର୍ନସ୍‌’କୁ ନେଇ ଦିଶାଙ୍କ ପ୍ରଶଂସା କରିଛନ୍ତି। ଫିଲ୍ମର ପୋଷ୍ଟର ଶେୟାର କରି ସେ ଲେଖିଛନ୍ତି-ବହୁତ ସୁନ୍ଦର ଫିଲ୍ମ। ଏଥିରେ ପ୍ରତିଟି କଳାକାର ନିଜର ସର୍ବୋତ୍ତମ ଦେଇଛନ୍ତି। ଏଥିସହ ସେ ଏକ ହୃଦୟ ଇମୋଜୀ ମଧ୍ୟ ଦେଇଥିବା ଦେଖାଯାଇଛି।

ଗୋଟିଏ ପଟେ ଟାଇଗର-ଦିଶା ଅଲଗା ହୋଇଥିବା ଖବର ଶୁଣିବାକୁ ମିଳୁଥିବା ବେଳେ ଉଭୟ ପରସ୍ପରର ପ୍ରଶଂସା କରୁଛନ୍ତି। ଫିଲ୍ମର ପ୍ରମୋଶନ କରିବା ବେଳେ ଦିଶା ଟାଇଗରଙ୍କ ଭୂରି ପ୍ରଶଂସା କରିଥିଲେ। ଏବେ ଟାଇଗରଙ୍କ ପୋଷ୍ଟ ଉଭୟଙ୍କ ସମ୍ପର୍କ ତୁଟି ନ ଥିବା ସ୍ପଷ୍ଟ କରୁଛି ବୋଲି ପ୍ରଶଂସକ କହୁଛନ୍ତି। ତେବେ ଏହା କେତେ ସତ କେତେ ମିଛ ତାହା ସେମାନେ ହିଁ ସ୍ପଷ୍ଟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri