Posted inଜାତୀୟ

ଜେଲ ହାଜତକୁ ଗଲେ ଦିଶା ରବି

ନୂଆଦିଲ୍ଲୀ,୧୯।୨: ଟୁଲ୍‌କିଟ୍‌ ମାମଲାରେ ୨୨ ବର୍ଷୀୟା ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ପଟିଆଲା ହାଉସ କୋର୍ଟ ୩ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି। ମାମଲାର ପଚରାଉଚୁରା ବେଳେ ଦିଶା କୌଣସି ଉତ୍ତର ଦେଇ ନ ଥିଲେ। ଏପରି କି ସବୁ ଦୋଷ ସହଯୋଗୀ ନିକିତା ଜ୍ୟାକବ ଓ ଶାନ୍ତନୁ ମୁଲୁକଙ୍କ ଉପରକୁ ଲଦି ଦେଇଥିବା ପୋଲିସ କୋର୍ଟକୁ ଅବଗତ କରିଥିଲା। ପୋଲିସ ଏହି ମାମଲାରେ ଶାନ୍ତନ୍ତୁ ଓ ନିକିତାଙ୍କ ସାମ୍ନାରେ ଦିଶାଙ୍କୁ ପଚରାଉଚୁରା କରିବା ପାଇଁ କୋର୍ଟଙ୍କୁ ନିବେଦନ କରିଛି। ଏନେଇ ଦିଲ୍ଲୀ ପୋଲିସର ସରକାରୀ ଓକିଲ ଇରଫାନ ଅହମ୍ମଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ...

କାନପୁରରେ ହିଂସା: ୬ ଆହତ

କାନପୁର୍‌,୪।୬: ଭାଜପା ନେତା ନୁପୂର ଶର୍ମା ଏକ ଟେଲିଭିଜନ ବିତର୍କରେ ପ୍ରଫେଟ୍‌ ମହମ୍ମଦଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହାର ପ୍ରତିବାଦରେ...

ଏକ୍ସପ୍ରେସ୍‌ଓ୍ବେରେ ବିମାନର ଜରୁରୀ ଅବତରଣ

ଗାଜିଆବାଦ,୨୩।୧: ଉତ୍ତରପ୍ରଦେଶ ଗାଜିଆବାଦର ସହରପୁର ଗାଁ ନିକଟରେ ଇଷ୍ଟର୍ଣ୍ଣ ପେରିଫେରାଲ ଏକ୍ସପ୍ରେସ୍‌ଓ୍ବେରେ ଗୁରୁବାର ଏକ ବିମାନକୁ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ଯାନ୍ତ୍ରୀକ ତୃଟି...

ଗତ ୫ ବର୍ଷରେ ୫୬ ଏମପି-ବିଧାୟକଙ୍କ ବିରୋଧରେ ସିବିଆଇ ମାମଲା…

ନୂଆଦିଲ୍ଲୀ,୭।୧୨ : ଗତ ୫ ବର୍ଷରେ ୧୮ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୫୬ ଏମପି-ବିଧାୟକଙ୍କ ବିରୋଧରେ ସିବିଆଇ ମାମଲା ରୁଜୁ କରାଯାଇଛି। ସେଥିମଧ୍ୟରୁ ୨୨...

କଲେଜରେ ପଶି ଶିକାର କଲା ଚିତାବାଘ

କୋଏମ୍ବାଟର,୨୯।୧୨: କୋଏମ୍ବାଟରର ଏକ କଲେଜରେ କ୍ଲାସ ସମୟରେ କ୍ୟାମ୍ପସ ଭିତରକୁ ପଶି ଆସିଥିଲା ଏକ ଚିତାବାଘ। କ୍ୟାମ୍ପସରେ ଏକ ବୁଲା କୁକୁରକୁ ଶିକାର କରିବା ପରେ...

ଲଞ୍ଚପ୍ୟାଡ୍‌ରେ ୩୦୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛନ୍ତି ଷଡ଼ଯନ୍ତ୍ର…

ଶ୍ରୀନଗର,୮।୭: ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଞ୍ଚପ୍ୟାଡ୍‌ରେ ପ୍ରାୟ ୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ଭାରତରେ ପ୍ରବେଶ କରି...

ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା

ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ...

୪ କିମି ଚାଲି ଚାଲି କନ୍ୟା ଘରେ ପହଞ୍ଚିଲେ ବର

ଡେରାଡୁନ,୩୦।୧: ଜାନୁୟାରୀ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର ଏବଂ ହିମାଚଳ ପ୍ରଦେଶରେ ପ୍ରବଳ ବରଫପାତ ଲାଗି ରହିଛି। ଲଗାତର ବରଫପାତ ଯୋଗୁ...

Advertisement
Archives

Model This Week