Posted inଖେଳ

ଆଇପିଏଲ୍‌ ଉଦ୍‌ଘାଟନୀର ମୁଖ୍ୟ ଆକର୍ଷଣ ଦୀଶା-ଶ୍ରେୟା

କୋଲକାତା,୨୨/୩: ଇଣ୍ଡିଆନ୍‌ ପ୍ରିମିୟର ଲିଗ (ଆଇପିଏଲ୍‌)ର ୧୮ତମ ସଂସ୍କରଣ ଏକ ବଡ଼ ଉଦ୍‌ଘାଟନୀ ଉତ୍ସବ ସହିତ ଆଜି ଆରମ୍ଭ ହେବାକୁ ଯାଉଛି। ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ଉଦ୍‌ଘାଟନୀ ଉତ୍ସବ ୩୫ ମିନିଟ ଧରି ଚାଲିବ। ଏ ସମ୍ପର୍କରେ କ୍ରିକେଟ ଆସୋସିଏଶନ ଅଫ ବେଙ୍ଗଲ (ସିଏବି) ସଭାପତି ସ୍ନେହାଶିଷ ଗାଙ୍ଗୁଲି କହିଛନ୍ତି, ଉଦ୍‌ଘାଟନୀ ଉତ୍ସବ ଲାଗି ବିସିସିଆଇ ପକ୍ଷରୁ ୩୫ ମିନିଟ୍‌ ସମୟ ଦିଆଯାଇଛି। ଏଣୁ ଏହି ସମୟ ମଧ୍ୟରେ ପୂରା କାର୍ଯ୍ୟକ୍ରମ ଶେଷ କରିବାକୁ ପଡ଼ିବ। ଟସ୍‌ ପଡ଼ିବାର ୧ ଘଣ୍ଟା ପୂର୍ବରୁ ତଥା ୬ଟାରୁ କାର୍ଯ୍ୟକ୍ରମ ଆରମ୍ଭ ହେବ ଏବଂ ଏଥିରେ ବଲିଉଡ ଅଭିନେତ୍ରୀ ଦିଶା ପଟାନୀ, ଗାୟକ ଶ୍ରେୟା ଘୋଷାଲ ଓ ଅନ୍ତର୍ଜାତୀୟ ର଼୍ୟାପର କରନ ଆଉଜଲା ପ୍ରଦର୍ଶନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri