Posted inଜାତୀୟ

୨୨ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ବହିଷ୍କାର ଆଦେଶ: ନିଯୁକ୍ତି ଆଇନଗତ ନୁହେଁ କହିଲେ ହାଇକୋର୍ଟ…

କୋଲକତା,୧୫।୩ : କୋଲକାତା ହାଇକୋର୍ଟ କହିଛନ୍ତି ଯେ ପଶ୍ଚିମବଙ୍ଗର ୨୨ ଟି ସରକାରୀ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ନିଯୁକ୍ତି କିମ୍ବା ପୁନଃନିଯୁକ୍ତି ଆଇନ ଅନୁଯାୟୀ ସ୍ଥାୟୀ ନୁହେଁ ଏବଂ ସେମାନଙ୍କର ଏହି ପଦବୀରେ ରହିବାର ରଖିବାର କୌଣସି ଅଧିକାର ନାହିଁ। କୋର୍ଟ ଏହା ମଧ୍ୟ କହିଛନ୍ତି ଯେ ୟୁଜିସି ନିୟମାବଳୀ, ୨୦୨୮, ରାଜ୍ୟ ବିଶ୍ୱବିଦ୍ୟାଳୟ ଅଧିନିୟମର ପରସ୍ପର ବିରୋଧୀ ବିବାଦୀୟ ନିୟମାବଳୀ ଉପରେ ବଳବତ୍ତର ରହିବ, ଯାହା ଅନ୍ତର୍ଗତ ନିଯୁକ୍ତି ଦିଆଯାଇଥିଲା।

ମୁଖ୍ୟ ବିଚାରପତି ପ୍ରକାଶ  ଶ୍ରୀବାସ୍ତବଙ୍କ ନେତୃତ୍ୱରେ ଏକ ଡିଭିଜନ ବେଞ୍ଚ କହିଛନ୍ତି , କୁଳପତିମାନେ ନିଯୁକ୍ତ, ପୁନଃନିଯୁକ୍ତ, ଯେଉଁମାନଙ୍କର କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା କିମ୍ବା ରାଜ୍ୟ ସରକାରଙ୍କ ଦ୍ୱାରା ଅତିରିକ୍ତ ଚାର୍ଜ ଦିଆଯାଇଥିଲା କିମ୍ବା ସେମାନେ ସର୍ବନିମ୍ନ ଯୋଗ୍ୟତା ହାସଲ କରି ନ ଥିଲେ କିମ୍ବା ଧାର୍ଯ୍ୟ ପ୍ରକ୍ରିୟା ଅନୁସରଣ ନ କରି ନିଯୁକ୍ତ ହୋଇଥିଲେ ଏହା ସେମାନେ କରିପାରିବେ ନାହିଁ। ତେଣୁ କୁଳପତି ଭାବରେ କାର୍ଯ୍ୟ କରିବାର ତାଙ୍କର କୌଣସି ଅଧିକାର ନାହିଁ। ପଶ୍ଚିମବଙ୍ଗର ୨୨ ଟି ସରକାରୀ ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ନିଯୁକ୍ତି, ପୁନଃନିଯୁକ୍ତି, କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧିକୁ ଚ୍ୟାଲେଞ୍ଜ କରୁଥିବା ଏକ ଜନସ୍ବାର୍ଥ ମାମଲା ଉପରେ ବିଚାରରେ ବେଞ୍ଚ ଏହା କହିଛନ୍ତି।

ହାଇକୋର୍ଟଙ୍କ ରାୟକୁ ପୂର୍ବରୁ ସୁପ୍ରିମକୋର୍ଟ କାଏମ୍‌ ରଖିଥିଲେ। ବେଞ୍ଚ କହିଛନ୍ତି ଯେ ଆଇନର ବ୍ୟବସ୍ଥା ଅନୁଯାୟୀ କୁଳପତିଙ୍କ ନିଯୁକ୍ତିକୁ କଡାକଡି କରାଯିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri