ଦୁଇ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର, ମାମଲା ରୁଜୁ ପାଇଁ ନିର୍ଦ୍ଦେଶ

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୨ ଶିକ୍ଷକଙ୍କୁ ଚାକିିରିରୁ ବହିଷ୍କାର ଓ ମାମଲା ରୁଜୁ କରିବାକୁ ନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପତ୍ରସଂଖ୍ୟା ୨୮୮୭ ତା-୩୦ା୧୨ା୨୦୨୩ ଚିଠି ହେବା ପରେ ନକଲି ଶିକ୍ଷକମାନେ ଭୟଭୀତ ଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଏହି ବ୍ଲକର ଟେର୍ଚାପଲା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜିତେନ୍ଦ୍ର କୁମାର ନାଗ ଓ ପୌରକେଲା ବିଦ୍ୟାଳୟର ଶିକ୍ଷକ ସନକ ମହାନନ୍ଦ ଓଟିଇଟି ପରୀକ୍ଷାରେ ପାସ୍‌ ହୋଇଥିବାର ନକଲି ପ୍ରମାଣପତ୍ର ଦାଖଲ କରିଥିଲେ। ଏଥିପାଇଁ ତଦନ୍ତ ପରେ ଜିଲା ଶିକ୍ଷା ଅଧିକାରୀ ପତ୍ର ମାଧ୍ୟମରେ ଚାକିରିରୁ ବହିଷ୍କାର କରିବାକୁ କର୍ଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଜଣାଇଥିବା ଜଣାପଡ଼ିଛି। ଏନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ମେମୋ ନମ୍ବର ୩୨ ତା.୮ା୧ା୨୦୨୪ରେ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ସୂଚନା ଦେଇଥିବା ଶିକ୍ଷା ବିଭାଗଠାରୁ ସୂଚନା ମିଳିଛି। ତେବେ ଏହି ଦୁଇ ଶିକ୍ଷକଙ୍କ ବିରୋଧରେ ବର୍ତ୍ତମାନ ସୁଦ୍ଧା କୌଣସି ମାମଲା ରୁଜୁ କରାଯାଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ

ବାଲିଗୁଡ଼ା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): ୧୯୩୬ ଅପ୍ରିଲ ୧ ତାରିଖ ଦିନ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା। ଉକ୍ତ ଦିବସକୁ ଉତ୍କଳ ଦିବସ ଭାବେ ଓଡ଼ିଶାର...

ଘରେ ପଶି ଯୁବକଙ୍କୁ ହାଣି ଲୁଟିନେଲେ…

ବାଲେଶ୍ବର,୨୪।୩: ବାଲେଶ୍ବର ଜିଲା ସିମୁଳିଆ ଥାନା ବାଟି ପଞ୍ଚାୟତ ବଣଗଢ଼ିଆ ଗାଁରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଗାଁର ଆନନ୍ଦ ବେହେରାଙ୍କ ଘରେ ୫ଜଣ...

କଣ୍ଟିଲୋରେ ରାଷ୍ଟ୍ରପତି

ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।...

ସ୍ତ୍ରୀ ଆତ୍ମହତ୍ୟା ଧମକ ଦେବା, ଝଗଡ଼ା କରିବା ସ୍ୱାମୀଙ୍କୁ ଏକ ପ୍ରକାର ବ୍ଲାକମେଲିଂ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୨୪ା୩: ଜଣେ ସ୍ତ୍ରୀ ବାରମ୍ବାର ଆତ୍ମହତ୍ୟା ଏବଂ ଝଗଡ଼ା କରିବାକୁ ଧମକ ଦେବା କେବଳ ଅତ୍ୟାଚାର ନୁହେଁ ବରଂ ସ୍ୱାମୀଙ୍କ ପ୍ରତି ମାନସିକ ଅତ୍ୟାଚାରର ବୋଲି...

ରାଜଧାନୀରେ ନକଲି ପୋଲିସ ଅଫିସର-କନଷ୍ଟେବଲ ଗିରଫ, ଲକ୍ଷାଧିକ ନକଲି ଟଙ୍କା ଜବତ

ଭୁବନେଶ୍ୱର,୨୪ା୩: ରାଜଧାନୀ ଭୁବନେଶ୍ୱରରେ ନକଲି ପୋଲିସକୁ ବାନ୍ଧିଛି ଅସଲି ପୋଲିସ। ନିଜକୁ ସବ-ଇନ୍ସପେକ୍ଟର କହି ଚାକିରି ପ୍ରତିଶ୍ରୁତି ଦେଇ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି...

୨୦୨୫-୨୬ ବର୍ଷ ପାଇଁ ଘୋଷଣା ହେବ ନୂଆ ବିଦ୍ୟୁତ୍‌ ଦର: ଜାଣନ୍ତୁ ବଢିବା ନା କମିବ

ଭୁବନେଶ୍ୱର,୨୪ା୩: ସୋମବାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ନୂତନ ବିଦ୍ୟୁତ ଶୁଳ୍କ ଘୋଷଣା କରିବାକୁ ଯାଉଛି। ଅପରାହ୍ନରେ ଆଶା...

ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୨୪।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ସୋମବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ...

ବିପଦରେ ସାଧାରଣ ଲୋକଙ୍କ ଜୀବନ: ରାଜ୍ୟରେ ୮୪ଟି ନକଲି ମେଡିସିନ୍ ଚିହ୍ନଟ

ଭୁବନେଶ୍ୱର,୨୪ା୩: ରାଜ୍ୟରେ ସବୁ ମିଳୁଛି ନକଲି। ପୂଜା ଘିଅଠାରୁ ଆରମ୍ଭ କରି ଗାଡ଼ି ଇଞ୍ଜିନ ଅଏଲ ସବୁ ନକଲି। ଏବେ ଲୋକମାନଙ୍କର ଜୀବନ ରକ୍ଷା ପାଇଁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri