ବିରାଟ-ଶାମିଙ୍କ ପରି ରେକର୍ଡ ସୃଷ୍ଟି କଲା ଡିଜନି ହଟଷ୍ଟାର

ନୂଆଦିଲ୍ଲୀ,୧୬।୧୧: ଦିନିକିଆ ବିଶ୍ୱକପର ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୋଟିଏ ପଟେ ବିରାଟ କୋହଲି ଓ ମହମ୍ମଦ ଶାମି ଜବରଦସ୍ତ ପ୍ରଦର୍ଶନ କରି ରେକର୍ଡ ପରେ ରେକର୍ଡ ନିଜ ନାଁରେ କରିଛନ୍ତି। ଅନ୍ୟପଟେ ୧୦ଦିନ ମଧ୍ୟରେ ଡିଜନି ହଟଷ୍ଟାର ମଧ୍ୟ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। କେବଳ ଏତିକି ନୁହେଁ ବିରାଟ, ଶ୍ରେୟାସ ଆୟର ଯେପରି ପଡିଆରେ ଛକା ଓ ଚଉକାର ବର୍ଷା କରୁଥିଲେ ସେହିପରି ଡିଜନି ହଟଷ୍ଟାରରେ ମଧ୍ୟ ଟଙ୍କାର ବର୍ଷା ହୋଇଛି। ଏହି ମ୍ୟାଚରେ ହୋଇଥିବା ରେକର୍ଡ ଯୋଗୁ ଡିଜନି ହଟଷ୍ଟାର ୪୧ହଜାର କୋଟି ଟଙ୍କା ରୋଜଗାର କରିଛି।
ଡିଜନିର ଭିଡିଓ ଷ୍ଟ୍ରିମିଂ ସର୍ଭିସ ଡିଜନି+ହଟଷ୍ଟାର ନଭେମ୍ବର ୧୫ରେ ଗ୍ଲୋବାଲ ଲାଇଭ ଷ୍ଟ୍ରିମିଂ ଭ୍ୟୁୟର୍ସସିପ ରେକର୍ଡ ସୃଷ୍ଟି କରିଛି। ସେହିପରି ୧୦ଦିନ ପୂର୍ବରୁ ଇଣ୍ଡିଆ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ହଟଷ୍ଟାର ଏହିଭଳି ରେକର୍ଡ କରିଥିଲା। ତେବେ ସବୁଠୁ କୌତୁହଳ ବିଶୟ ଏହି ଯେ, ଦୁଇଟି ଯାକ ମ୍ୟାଚରେ ବିରାଟ କୋହଲି ଶତକ ହାସଲ କରିଛନ୍ତି।
୫୩ମିଲିୟନ ଅର୍ଥାତ୍‌ ୫.୩କୋଟି ଲୋକ ଗତକାଲି ଅର୍ଥାତ ବୁଧବାରର ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ ହଟଷ୍ଟାରରେ ଦେଖିଛନ୍ତି। ଏହାପୂର୍ବରୁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ୪.୪କୋଟି ଲୋକ ଦେଖିଥିଲେ। ତେବେ ଏପରି ଭ୍ୟୁୟର୍ସସିପ ଯୋଗୁ ବୁଧବାର ହଟଷ୍ଟାରର ଶେୟାର ୩ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri