୭୦୦୦ କର୍ମଚାରୀଙ୍କୁ ବାହାରର ରାସ୍ତା ଦେଖାଇବ ଡିଜନୀ

ପ୍ୟାରିସ,୯ ।୨: ବିଶ୍ୱର ବଡ ବଡ କମ୍ପାନୀ ଏବେ ପର୍ଯ୍ୟନ୍ତ ଆର୍ଥିକ ସଙ୍କଟରୁ ବାହାରି ପାରୁ ନାହାନ୍ତି । ଏଭଳି ସ୍ଥିତିରେ ଖର୍ଚ୍ଚ କାଟ କରିବାକୁ କର୍ମଚାରୀଙ୍କ ଛଟେଇ ପ୍ରକ୍ରିୟା ଜାରି ରହିଛି । ଏବେ ଏହି ତାଲିକାରେ ଡିଜନୀ ବି ସାମିଲ ହୋଇଯାଇଛି । ଏଣ୍ଟରଟେନମେଣ୍ଟ ସେକ୍ଟରର ବଡ କମ୍ପାନୀ ଡିଜନୀ ବୁଧବାର କହିଛି କି ଏବେ କମ୍ପାନୀ ୭୦୦୦ କର୍ମଚାରୀଙ୍କୁ ଛଟେଇ କରିବାକୁ ଯାଉଛି ଛଟେଇ ସମ୍ପର୍କରେ ନିଷ୍ପତ୍ତି କମ୍ପାନୀର ସିଇଓ ବବ ଇଗର ନେଇଛନ୍ତି । ଗତବର୍ଷ ଡିସେମ୍ବରରେ ସେ କମ୍ପାନୀର ଦାୟିତ୍ୱ ନେଇଥିଲେ ।
ଛଟେଇକୁ ନେଇ ବବ ଇଗର କହିଛନ୍ତି, ମୁଁ ଏହି ନିଷ୍ପତ୍ତିକୁ ହାଲୁକା ଭାବେ ନେଇନାହିଁ, ସାରା ବିଶ୍ୱରେ ଥିବା ଆମର କର୍ମଚାରୀଙ୍କ ପ୍ରତିଭା ଓ ସମର୍ପଣକୁ ନେଇ ମୋ ମନରେ ବହୁତ ସମ୍ମାନ ଓ ପ୍ରଶଂସା ରହିଛି । କମ୍ପାନୀ ପକ୍ଷରୁ ଛଟେଇ ସୂଚନା ଦିଆଯିବା ସହ କୁହାଯାଇଛି କି ଏହାର ଷ୍ଟ୍ରିମିଂ ସେବାରେ ଗତ ୩ ମାସରେ ଗ୍ରାହକଙ୍କ ସଂଖ୍ୟା ପ୍ରଥମଥର ଲାଗି ବହୁତ କମ୍ ହୋଇଯାଇଛି । କାରଣ ଉପଭୋକ୍ତା ଖର୍ଚ୍ଚରେ କାଟ କରିଛନ୍ତି, ଗତବର୍ଷ କମ୍ପାନୀର ଗ୍ରାହକଙ୍କ ସଂଖ୍ୟା ବଢିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri