Posted inଜାତୀୟ

ଦାୟିତ୍ୱକୁ ନେଇ ବିବାଦ: କୋର୍ଟ ଅଫ୍‌ ଇନକ୍ୱାରୀ ନିର୍ଦ୍ଦେଶ ଦେଲେ ସେନାଧ୍ୟକ୍ଷ

ନୂଆଦିଲ୍ଲୀ, ୨।୨: ଭାରତୀୟ ସେନାର ଦୁଇ ଉଚ୍ଚ ଅଧିକାରୀଙ୍କ ମଧ୍ୟରେ ଦାୟିତ୍ୱକୁ ନେଇ ସୃଷ୍ଟି ହୋଇଥିବା ମାମଲାରେ ସେନାଧ୍ୟକ୍ଷ ମନୋଜ ମୁକୁନ୍ଦ ନରାଓ୍ବଣେ କୋର୍ଟ ଅଫ୍‌ ଇନକ୍ୱାରୀ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଉଚ୍ଚ ଅଧିକାରୀଙ୍କ ମଧ୍ୟରେ ଏଭଳି ବିବାଦ ବିରଳ ଘଟଣା ବୋଲି ସେନାରେ ଚର୍ଚ୍ଚା ହେଉଛି। ଦକ୍ଷିଣ ପଞ୍ଚିମ କମାଣ୍ଡର ପ୍ରମୁଖ ଲ୍ୟୁଟନାଟ୍‌ ଜେନେରାଲ ଆଲୋକ କଲେର ଏବଂ ତାଙ୍କ କମାଣ୍ଡର ଅନ୍ୟ ଶୀର୍ଷ ଅଧିକାରୀ ଲ୍ୟୁଟନାଟ୍‌ ଜେନେରାଲ କେ.କେ. ରେପ୍ସ୍‌ଓ୍ବାଲଙ୍କ ମଧ୍ୟରେ ଏଭଳି ମତଭେଦ ସୃଷ୍ଟି ହୋଇଛି। ଏହାର ସମାଧାନ ପାଇଁ ସେନାଧ୍ୟକ୍ଷ ୨୦୨୦ ସେପ୍ଟେମ୍ବରରେ ଲ୍ୟୁଟ୍‌ନାଟ୍‌ ଜେନେରାଲ ଏସ୍‌.କେ. ସାଇନିଙ୍କୁ ଦାୟିତ୍ୱ ଦେଇଥିଲେ। ଏହା ସହିତ ଏସମ୍ପର୍କିତ ରିପୋର୍ଟ ଦାଖଲ କରିବାକୁ ସାଇନିଙ୍କୁ କୁହାଯାଇଥିଲା। ତେବେ ୨୦୨୧ ଜାନୁୟାରୀ ସାଇନିଙ୍କ ଅବସର ପରେ ଏବେ ଏନେଇ କୋର୍ଟ ଅଫ୍‌ ଇନକ୍ୱାରୀ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଚେଲ୍ସକୁ ପାଟ୍ରୋଲ ଜାହାଜ ଦେଲେ ମୋଦି

ଭିକ୍ଟୋରିଆ,୨୮ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିିଆ ସିଚେଲ୍ସ ଗସ୍ତରେ ଯାଇ ଶନିବାର ସେଠାରେ ପହଞ୍ଚତ୍ଥିବାବେଳେ ଏହାର ତଟସୁରକ୍ଷା ପାଇଁ ଭାରତ ନିର୍ମିତ ପାଟ୍ରୋଲ ଜାହାଜ ହସ୍ତାନ୍ତର…

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି।  ମା’, ଝିଅଙ୍କୁ…

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ…

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri