Posted inଜାତୀୟ

ଶାଶୁଙ୍କ ସହ ଝଗଡା କରି ଏମିତି ପଦକ୍ଷେପ ନେଲେ ବୋହୂ

କୁହାଯାଏ ପ୍ରେମରେ ଲୋକ ଅନ୍ଧ ହୋଇଯାନ୍ତି। ପ୍ରେମକୁ ହାସଲ କରିବା ପାଇଁ ଲୋକେ କିଛି ବି କରିବାକୁ ପ୍ରସ୍ତୁତ ଥାନ୍ତି। ଏହାର ଏକ ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି। ରିକି ଆଶ୍‌ ନାମକ ଜଣେ ବ୍ୟକ୍ତି ନିଜ ଗର୍ଲଫ୍ରେଣ୍ଡଙ୍କ ପ୍ରପୋଜ କରିବା ପାଇଁ ଶରୀରରେ ନିଆଁ ଲଗାଇଦେଇଛନ୍ତି। ବ୍ରିଟେନରେ ରହୁଥିବା ରିକି ପେଶାରେ ଜଣେ ଷ୍ଟଣ୍ଟମ୍ୟାନ୍‌। ନିଜ ଗର୍ଲଫ୍ରେଣ୍ଡ କ୍ୟାଟ୍‌ରିନା ଡୋବସନଙ୍କୁ ସରପ୍ରାଇଜ୍‌ ଦେବା ପାଇଁ ଶରୀରରେ ନିଆଁ ଲଗାଇଥିଲେ। ନିଆଁ ଜଳୁଥିବା ଅବସ୍ଥାରେ ହିଁ ଗର୍ଲଫ୍ରେଣ୍ଡଙ୍କୁ ପ୍ରପୋଜ କରିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଅବଶ୍ୟ ପ୍ରପୋଜ କଲାବେଳେ ନିଆଁ ଲିଭାଇବା ପାଇଁ ସମସ୍ତ ପକାର ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ତଥାପି ରିକିଙ୍କ ନିଆରା ପ୍ରପୋଜକୁ ୟୁଜର୍ସ ପସନ୍ଦ ମଧ୍ୟ କରିଛନ୍ତି। ପ୍ରପୋଜ କରିସାରିବା ପରେ କ୍ୟାଟ୍ରିନା ତୁରନ୍ତ ହଁ କହିଥିଲେ। ଲୋକେ ସାଙ୍ଗେ ସାଙ୍ଗେ ନିଆଁ ଲିଭାଉଥିବା ମଧ୍ୟ ଭିଡିଓରେ ଦେଖାଯାଇଛି। କ୍ୟାଟ୍ରିନା ପେଶାରେ ଜଣେ ନର୍ସ। ଉଭୟ ସୋସିଆଲ ମିଡିଆରେ ପରସ୍ପରକୁ ଭେଟିଥିଲେ। ରିକି ଗତ ୨୭ ବର୍ଷ ହେବ ଷ୍ଟଣ୍ଟମ୍ୟାନ୍‌ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଶୀକୁ ପ୍ରଧାନମନ୍ତ୍ରୀଙ୍କ ଉପହାର

ବାରାଣସୀ,୧୫ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବାରାଣସୀ ଗସ୍ତ କରିଛନ୍ତି । ବିମାନ ବନ୍ଦରରେ ପହଞ୍ଚିବା ମାତ୍ରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା...

ହାଇକୋର୍ଟଙ୍କ ରାୟ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୩୧ା୩:ଓଡ଼ିଶା ହାଇକୋର୍ଟଙ୍କ ଏକ ରାୟ ବିରୋଧରେ ରାଜ୍ୟ ସରକାରଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଜଣେ ଠିକାଦାର ନେଇଥିବା କାର୍ଯ୍ୟକୁ ଧାର୍ଯ୍ୟ ସମୟ...

କେବଲ ବ୍ରିଜ ଦୁର୍ଘଟଣା: ବ୍ରିଜ ମ୍ୟାନେଜମେଣ୍ଟ କମ୍ପାନୀ ବିରୋଧରେ ମାମଲା

ମୋରବି,୩୧ ।୧୦: ଗୁଜରାଟର ମୋରବିରେ ରବିବାର ହୋଇଥିବା କେବଲ ବ୍ରିଜ ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୧୪୧ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି ଓ ୧୭୦ ଜଣଙ୍କୁ...

ମହାଭାରତ ସମୟରେ ପ୍ରସ୍ତୁତ ହୋଇଥିଲା ଗୁପ୍‌ଚୁପ୍‌

ନୂଆଦିଲ୍ଲୀ: ଗୁପ୍‌ଚୁପ୍‌ ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ନାମରେ ପରିଚିତ। ଏହା ପୁଚ୍‌କା, ପାନିପୁରୀ, ବତାଶେ ଭଳି ନାମରେ ଲୋକପ୍ରିୟତା ହାସଲ କରିଛି। ଗୁପ୍‌ଚୁପ୍‌...

ଭାଜପାରେ ଯୋଗ ଦେବାରୁ ମୁସଲମାନ ମହିଳାଙ୍କୁ ଘର ଛାଡିବାକୁ କହିଲେ ମାଲିକ

ଆଲିଗଡ,୮।୭: ଭାରତୀୟ ଜନତା ପାର୍ଟି ଏବେ ତା’ର ସଦସ୍ୟତା ଯୋଗାଡ କରିବା ଅଭିଯାନ ଚଳାଇଛି। ତେଣୁ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ଏବେ ଭାଜପାରେ...

ଦିନକ ପୂର୍ବରୁ ବନ୍ଦ ହେଲା ଚାଇନାରୁ ଆସିଥିବା ବରଙ୍କ ବିବାହ

ଥିରୁଭାନନ୍ଥମପୁରମ୍‌,୫।୨: ସାରା ବିଶ୍ୱରେ କରୋନାଭାଇରସ୍‌ ଆତଙ୍କ ଖେଳାଇଥିବା ବେଳେ ଚାଇନାରେ ଏହାର ମୃତ୍ୟୁ ସଂଖ୍ୟା ୪୯୦କୁ ଛୁଇଁଛି। ଆଉ ୨୪ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ରୋଗରେ...

୨୦୨୪ ନିର୍ବାଚନରେ ଭାଜପା ୩୫୦ରୁ ଅଧିକ ଆସନ ଜିତିବ: ଚୌବେ…

ମୁମ୍ବାଇ,୧୭।୪ : କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ଦାବି କରିଛନ୍ତି ଯେ ନରେନ୍ଦ୍ର ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ହେବେ। ୨୦୨୪ ସାଧାରଣ ନିର୍ବାଚନରେ...

ବାଜିମାରିଲେ ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ

ଅହମ୍ମଦାବାଦ୍‌,୮।୧୨: ଗୁଜରାଟ ବିଧାନସଭା ନିର୍ବାଚନରେ ଭାଜପା ଐତିହାସିକ ବିଜୟ ହାସଲ କରିଛି। ଏହି ନିର୍ବାଚନରେ ଜାମନଗର ଉତ୍ତର ଆସନରୁ ବାଜି ମାରିଛନ୍ତି କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ...

Advertisement
Archives

Model This Week