ଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର: ସ୍ବାଧୀନତା ଦିବସରେ ଉପସ୍ଥିତ ହେଲେ ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା

ବଡ଼ବିଲ,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଶନିବାର ୭୪ ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଦିବସ ପାଳନ ସମିତି ସଭାପତି ତଥା ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସମିତି ସମ୍ପାଦକ ତଥା ପୌର ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡାଙ୍କ ସହ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଯୋଗ ଦେଇଥିଲେ। ତେବେ କୋଭିଡ୍‌ ନିୟମକୁ ମାନି କର୍ମକର୍ତ୍ତାମାନେ ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ ପିନ୍ଧିଥିଲେ। କେନ୍ଦୁଝର ଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର କରି ୧୦ ଜଣ ବଦଳରେ ୫୦ରୁ ଅଧିକ ଲୋକଙ୍କୁ ନେଇ ଏହି ଦିବସ ପାଳନ କରାଯାଇଥିବା ଦେଖିବାକୁ ମିଳଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଭାଇଚାରା ସବୁବେଳେ ମିଳିବ

କଟକ ସହ ସମ୍ପର୍କ ଯୋଡ଼ିବା ଲୋକେ ଖୁବ୍‌ କମ୍‌। ହେଲେ ଯିଏ ସମ୍ପର୍କ ଯୋଡ଼ିଛି ସେ ଏହାର ଅସଲି ମଜା ପାଇଛି। ଏହି ସହର ଓ...

ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ

ବାଲେଶ୍ୱର ଅଫିସ,୧୮।୫: ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ ଶନିବାର ପୂର୍ବାହ୍ନରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଗୃହ ପରିସରରେ...

ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ

ସୁନ୍ଦରଗଡ଼, ୧୬।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ୨୦୨୨-୨୩ ବର୍ଷ ପାଇଁ ଖରିଫ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ସବ୍‌ଡେଗା ବ୍ଲକର କରମଡିହି ଲ୍ୟାମ୍ପ୍ସଠାରେ ଧାନ...

ଘରେ ପଶିବା ପରେ ଚେତା: କୋଟିଆ ପଞ୍ଚାୟତରେ କାର୍ଯ୍ୟାଦେଶ ବାଣ୍ଟିଲା ବ୍ଲକ ପ୍ରଶାସନ

ପଟ୍ଟାଙ୍ଗୀ,୨୧ା୧୦(ଡି.ଏନ୍‌.ଏ.): ପଡ଼ୋଶୀ ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ହୁଅନ୍ତୁ ବା ନେତା ମନ୍ତ୍ରୀ ବିଭିନ୍ନ ସମୟରେ ଓଡ଼ିଶାର ସୀମାନ୍ତ ଗ୍ରାମକୁ ଆସି ସେମାନଙ୍କ ଉପସ୍ଥିତି ଜାହିର କରୁଛନ୍ତି।...

ଶାରଳା ମନ୍ଦିର ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଅଭିଯୁକ୍ତଙ୍କୁ ଗିରଫ କରିପାରୁନି ପୋଲିସ

ଜଗତ୍‌ସିଂହପୁର ଅଫିସ୍‌,୨୨ା୧:କନକପୁରସ୍ଥିତ ମା’ଶାରଳା ମନ୍ଦିରର ସେବାୟତ ତଥା କନକପୁର ଦେଉଳୀ ଗ୍ରାମର ତ୍ରିଲୋଚନ ରାଉଳ(ଗୁଲା)ଙ୍କୁ ରବିବାର ୩ଜଣ ମରଣାନ୍ତକ ଆକ୍ରମଣ କରିଥିଲେ। ସେମାନେ ହେଲେ ତିର୍ତ୍ତୋଲ...

ଦୀର୍ଘ ବର୍ଷର ଦାବି ପରେ ମିଳିଲା ରାଜସ୍ବ ଗ୍ରାମର ମାନ୍ୟତା

କୋକସରା,୨୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଫୁପଗାଁ ପଞ୍ଚାୟତ ଚିଲଡଙ୍ଗରି ଗ୍ରାମକୁ ଦୀର୍ଘବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିଛି। ଗ୍ରାମବାସୀ ଦୀର୍ଘ ବର୍ଷରୁ ରାଜସ୍ବ...

ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀସଂଘର୍ଷ: ୭ ଆହତ, ୨ କୋର୍ଟଚାଲାଣ

ସିମୁଳିଆ, ୧୫।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଣ୍ଡରାଇ ଅଞ୍ଚଳରେ ଜମିବାଡ଼ି ବିବାଦରୁ ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୭ଜଣ ଆହତ...

ବେଆଇନ ଚିଙ୍ଗୁଡ଼ି ଘେରି ହେବ ଉଚ୍ଛେଦ

ମହାକାଳପଡ଼ା,୧୮ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଶାସନ ପେଟା ବନ ବିଭାଗ କାର୍ଯ୍ୟାଳୟ ସନ୍ନିକଟ ବଣପଡ଼ାଠାରେ ୬୪ ଏକର ପରିମିତ ଜମିରେ...

Advertisement
Archives

Model This Week