ଦାରୁଦିଅଁଙ୍କୁ ଅସମ୍ମାନ: ବୈତରଣୀ ନଦୀକୂଳରେ ପକାଇ ପଳାଇଲେ

ପାଟଣା,୧୪ା୫(ବୀରକିଶୋର ଦାଶ): ପୁଣି ଦାରୁଦିଅଁଙ୍କୁ ଅସମ୍ମାନ କରାଯାଇଛି। ଜଗତର ନାଥ ଜଗନ୍ନାଥଙ୍କୁ ଅଲୋଡ଼ାଭାବେ ନଦୀକୂଳରେ ପକାଇ ଦିଆଯାଇଛି। ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ପଞ୍ଚାୟତ ତ୍ରିବିନ୍ଧା ବୈତରଣୀ ନଦୀକୂଳରେ ଦେଖିବାକୁ ମିଳିଛି। ବୁଧବାର ସକାଳେ ଅଞ୍ଚଳର ଲୋକେ ନଦୀକୁ ଯାଇଥିବା ବେଳେ ନଦୀ ମଝିରେ ଥିବା ଏକ ପଥର ଉପରେ ଅଲୋଡ଼ାଭାବେ ଜଗନ୍ନାଥଙ୍କ ମୂର୍ତ୍ତି ଥିବା ଦେଖିଥିଲେ। ଘଟଣା ଜଣାପଡ଼ିବା ପରେ ଆଖପାଖ ଅଞ୍ଚଳର ଲୋକଙ୍କ ଭିଡ଼ ଜମିଥିଲା। ଠାକୁରଙ୍କୁ କିଏ କାହିଁକି ଏଭଳି ଛାଡ଼ିଗଲେ ଜଣାପଡ଼ି ନ ଥିବା ବେଳେ ଘଟଣାଟି ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କୁ ଆଘାତ ଦେଇଛି। କେହି ନଦୀରେ ଜଗନ୍ନାଥ ମୂର୍ତ୍ତି ଭାସି ଆସିଥିବା କଥା କହୁଥିବା ବେଳେ ମୂର୍ତ୍ତିକୁ କିଏ ନିର୍ମାଣ କରି ନଦୀରେ ଛାଡ଼ି ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri