କାଲିଠୁ ଆଜି ପର୍ଯ୍ୟନ୍ତ ଖୋଲାଯାଇନି ଜାତୀୟ ପତାକା

ମୋରଡ଼ା,୧୬ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଧଡ଼ାସାହି ପଞ୍ଚାୟତରେ ଜାତୀୟ ପତାକାକୁ ଅସମ୍ମାନ ହୋଇଥିବାର ଦେଖିବାକୁ ମିଳିଛି।

ସୂଚନାନୁଯାୟୀ, ମଙ୍ଗଳବାର ୭୭ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଏହି ପଞ୍ଚାୟତରେ ଥିବା ମିଶନ ଶକ୍ତି ଗୃହ ସମ୍ମୁଖରେ ମିଶନ ଶକ୍ତି ମହିଳାମାନେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉତ୍ତୋଳନ ସମୟରେ ଧଡ଼ାସାହି ପଞ୍ଚାୟତର ଏମ୍‌ବିକେ ନମିତା ପାଟବନ୍ଧା, ସିଆରପି ଜାନକୀ ପାଟବନ୍ଧାଙ୍କ ନେତୃତ୍ୱରେ ୫୦ରୁ ଊର୍ଦ୍ଧ୍ୱ ମହିଳା ଉପସ୍ଥିତ ଥିଲେ।
କିନ୍ତୁ ଦୁର୍ଭାଗ୍ୟର ବିଷୟ ଉତ୍ତୋଳନ ହୋଇଥିବା ଉକ୍ତ ଜାତୀୟ ପତାକାକୁ ସନ୍ଧ୍ୟା ପୂର୍ବରୁ ଅବତରଣ କରାଯାଇ ନ ଥିଲା କି ଆଜି ମଧ୍ୟ ପୂର୍ବାହ୍ନ ପର୍ଯ୍ୟନ୍ତ ପତାକା ଅବତରଣ କରାଯାଇ ନ ଥିଲା। ଏନେଇ ସରପଞ୍ଚ ତିଲକା ହାଁସଦା ଦୁଃଖ ପ୍ରକାଶ କରିବା ସହିତ ଏଥିପାଇଁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ପୋଲିସ ଜାଲରେ ୨ ଭାଇ, ଗୁମର ଖୋଲିଲା ‘PhonePe’ ଟ୍ରାଞ୍ଜେକ୍ସନ୍

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?