ଜାତୀୟ ପତାକାକୁ ଅସମ୍ମାନ, ଅପରାହ୍ନ ଯାଏ ତଳେ…

ମାଲକାନଗିରି,୨୬।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପାଙ୍ଗାମ ସରକାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ପତାକାକୁ ଅସମ୍ମାନ କରାଯାଇଛି । ସ୍କୁଲରେ ଜାତୀୟ ପତାକା ଉତ୍ତୋଳନ ପରେ ପତାକାଟି ତଳକୁ ଖସି ଆସିଥିଲା । ତେବେ ଦାୟିତ୍ୱହୀନତା ଯୋଗୁ ଏଭଳି ଘଟିଥିବା ସାଧାରଣରେ ଚର୍ଚ୍ଚା ହେଉଛି। ଦିନ ତମାମ ଜାତୀୟ ପତାକାଟି ତଳେ ଝୁଲୁଥିବା ଦେଖିବାକୁ ମିଳିଥିଲା।
ତେବେ ବିଦ୍ୟାଳୟରେ ସରସ୍ବତୀ ପୂଜା ଥିବାବେଳେ ଶିକ୍ଷକ ଓ ଛାତ୍ରୀଛାତ୍ର ବିଦ୍ୟାଳୟରେ ଉପସ୍ଥିତ ରହିଛନ୍ତି। ପରେବି ଏଥିପ୍ରତି କାହାର ନଜର ନ ଥିଲା। ସୋସିଆଲ ମିଡିଆରେ ଉକ୍ତି ଭିଡିଓ ଭାଇରାଲ ହେବା ପରେ ଅପରାହ୍ନରେ ପତାକା କଢ଼ାଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ଅଫିସ ଘେରାଉ କଲା ଯୁବ କଂଗ୍ରେସ

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟି ପକ୍ଷରୁ ସଭାପତି ସୁନେଶ ଧୀରଙ୍କ ନେତୃତ୍ୱରେ ଶୁକ୍ରବାର କଂଗ୍ରେସ ଭବନଠାରୁ ଏକ ଶୋଭାଯାତ୍ରା କରାଯାଇଛି। କଂଗ୍ରେସ କର୍ମୀମାନେ...

ବାଇକ୍‌ରୁ ଡେଇଁ ହାତକଡ଼ି ସହ ଚମ୍ପଟ ଅଭିଯୁକ୍ତ ଗିରଫ:୨ ପୋଲିସ ନିଲମ୍ବିତ

ଚାନ୍ଦବାଲି, ୯।୧୦ (ଡି.ଏନ.ଏ.): ଭଦ୍ରକ ଜିଲା ବାଂଶଡ଼ା ଥାନାରେ ଏକ କମେଣ୍ଟ ମାରିବା ମାମଲାରେ ଗିରଫ ଜଣେ ଅଭିଯୁକ୍ତ ଭଦ୍ରକ ଜେଲ୍‌କୁ ସ୍ଥାନାନ୍ତର ହେବା ରାସ୍ତାରେ...

ମାଈ ହାତୀର ମୃତଦେହ ଠାବ

ବଇଣ୍ଡା/ ମାଧପୁର, ୨୯ା୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ବାମୁର ରେଞ୍ଜ ଶାନ୍ତିପୁର ଜଙ୍ଗଲରୁ ଶୁକ୍ରବାର ଏକ ମାଈ ହାତୀର ମୃତଦେହ ବନ ବିଭାଗ...

ବ୍ୟବସାୟୀଙ୍କୁ ବାନ୍ଧି ଲୁଟିନେଲେ ୧୮.୫ ଲକ୍ଷ

କଟକ ଅଫିସ,୨୨ା୧୦: କଟକ ଜିଲା ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ମହାନଦୀ ବିହାର ଅଞ୍ଚଳର ଦୀପ୍ତିରଞ୍ଜନ ପଟ୍ଟନାୟକ ନାମକ ବ୍ୟବସାୟୀଙ୍କ ଘରୁ ଶୁକ୍ରବାର ସକାଳେ ଏକ ବଡଧରଣର...

ଚଣ୍ଡିଖୋଲ ଆରଟିଓ କାର୍ଯ୍ୟାଳୟରେ ଦଲାଲିରାଜ : ଦଲାଲ ମାଧ୍ୟମରେ ନ ଗଲେ ଫର୍ମରେ ହେଉନି ଦସ୍ତଖତ, ସାଧାରଣ ଲୋକ ଫର୍ମ ଡିପୋଜିଟ କଲେ ହେଉଛନ୍ତି ହଇରାଣ

ଚଣ୍ଡିଖୋଲ,୧୩।୯(ଡି.ଏନ.ଏ)- ସେପ୍ଟେମ୍ବର ପହିଲାରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଯାଞ୍ଚ ପ୍ରକ୍ରିୟାକୁ ପରିବହନ ବିଭାଗ ଓ ପୋଲିସ ତ୍ୱରାନ୍ବିତ କରିଥିଲେ। ଏହି...

ଭୁଶୁଡ଼ି ପଡିଲା ଜମ୍ଭୀରା ଡ୍ୟାମ୍‌ର ମୁଖ୍ୟ କେନାଲ

ବାରିପଦା ଅଫିସ,୫।୪: ମୟୂରଭଞ୍ଜ ଜିଲା ଶୁଲିଆପଦା ବ୍ଲକ ଦେଉଳିସ୍ଥିତ ଜମ୍ଭୀରା ଡ୍ୟାମର ମୁଖ୍ୟ କେନାଲର ଖଇକିଆଠାରେ ୩୦ଫୁଟର ଘାଇ ସୃଷ୍ଟି ହୋଇଛି। ସୋମବାର ବିଳମ୍ବିତ ରାତିରେ...

କରୋନା ସଂକ୍ରମଣରୁ ମୁକ୍ତି ପାଇ କଳାହାଣ୍ଡିର ୧୬ ପୋଲିସ କର୍ମଚାରୀ କଲେ ପ୍ଲାଜମା ଦାନ

ଭବାନୀପାଟଣା,୨।୧୦(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ମୁକ୍ତି ପାଇଥିବା କଳାହାଣ୍ଡି ଜିଲାର ୧୬ ଜଣ ପୋଲିସ କର୍ମଚାରୀ ପ୍ଲାଜମା ଦାନ କରିଛନ୍ତି। ସେମାନେ ସ୍‌ସିବିରେ କରୋନାରେ ଆକ୍ରାନ୍ତ ଗୁରୁତର...

ପ୍ରବେଶିକା ପରୀକ୍ଷାରୁ ଛାତ୍ରୀ ବଞ୍ଚିତ

ଭୁବନ, ୬।୩(ଡି.ଏନ.ଏ.):ଶିକ୍ଷା ବିଭାଗର ତ୍ରୁଟି କାରଣରୁ ଜଣେ ଛାତ୍ରୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରୁ ବଞ୍ଚତ୍ତ ହୋଇଛନ୍ତି। ଢେଙ୍କାନାଳ ଜିଲା କାଙ୍କଡ଼ପାଳ ସିମିଳିଆ ଗ୍ରାମ...

Advertisement
Archives

Model This Week