RI ପରୀକ୍ଷାରେ ପୁଣି ବିଭ୍ରାଟ! ଛାତ୍ରୀଛାତ୍ର ଅସନ୍ତୁଷ୍ଟ

ଭୁବନେଶ୍ବର,୬।୧୧: RI ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ। ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର। ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା, ୮.୪୫ରେ ଭିତରକୁ ଗଲେ। ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ଅଭିଯୋଗ ହୋଇଛି। ବ୍ରହ୍ମପୁର, କାକଟପୁର ଘରୋଇ ପରୀକ୍ଷା ସେଣ୍ଟରରେ ସମସ୍ୟା ଦେଖାଯାଇଛି। ନୟାପଲ୍ଲୀ, ମଞ୍ଚେଶ୍ୱର,ପଟିଆ ଆଦି ସ୍ଥାନରେ ଥିବା ପରୀକ୍ଷା କେନ୍ଦ୍ରରେ ସମସ୍ୟା ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri