ଆଲୋଚନା ହେଉ ନଥିବାରୁ ବଢ଼ୁଛି ଅସନ୍ତୋଷ

ପାରାଦୀପ, ୩୦ା୭ (ସ୍ବ.ପ୍ର.): ୧୨ ଦଫା ଦାବି ନେଇ ଏକାଧିକ ସଂଗଠନ ପକ୍ଷରୁ ପିପିଏଲ୍‌ କମ୍ପାନୀ ଫାଟକ ଆଗରେ ଚାଲିଥିବା ଧାରଣା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। କିନ୍ତୁ ଧାରଣାକାରୀ, କମ୍ପାନୀ ଓ ପ୍ରଶାସନିକସ୍ତରରେ ଏପର୍ଯ୍ୟନ୍ତ କୌଣସି ଆଲୋଚନା ହୋଇ ନାହିଁ। ସନ୍ଧ୍ୟାରେ ଆଞ୍ଚଳିକ କୃଷକ କଲ୍ୟାଣ କମିଟି, ପ୍ରୋଗ୍ରେସିଭ କଣ୍ଟାକ୍ଟ ୱାର୍କର୍ସ ୟୁନିୟନ ପକ୍ଷରୁ ପୂର୍ବତନ ଏମ୍‌ପି ବିଭୁପ୍ରସାଦ ତରାଇ ଏନେଇ ଲିଖିତ ଭାବେ ସୂଚନା ଦେଇଛନ୍ତି। ସେ ଦର୍ଶାଇଛନ୍ତି ଯେ, ଧାରଣା ଦୁଇଦିନ ଧରି ଚାଲିବା ସତ୍ତ୍ୱେ ପ୍ରଶାସନ ହସ୍ତକ୍ଷେପ ନ କରିବା ଦୁର୍ଭାଗ୍ୟଜନକ। ଶ୍ରମିକଙ୍କ ସର୍ବନିମ୍ନ ମଜୁରି ୨୫ ହଜାର ଟଙ୍କା କରିବା, ଠିକାକାମ ଓ ବ୍ୟବସାୟ କାମରେ ଜମିହରାଙ୍କୁ ଅଗ୍ରାଧିକାର ଦେବା ଆଦି ଦାବିରେ ଏହି ଧାରଣା ଦିଆଯାଇଛି। ଏନେଇ,ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯିବ ବୋଲି ପିପିଏଲ୍‌ କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri