ଶ୍ରୀମନ୍ଦିରରେ ନୀତି ବିଳମ୍ବ ନେଇ ଅସନ୍ତୋଷ

ପୁରୀ ଅଫିସ,୨୭ା୧: ଶୁକ୍ରବାର ଭୋର୍‌ ପହୁଡ଼ ନୀତି ପାଳନରେ ଶ୍ରୀମନ୍ଦିର ଦ୍ୱାରଫିଟାରେ ବିଳମ୍ବ ହୋଇଛି। ଏନେଇ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଜି ଭୋର୍‌ ୫ଟା ୫ମିନିଟ୍‌ରେ ମହାପ୍ରଭୁଙ୍କ ପହୁଡ଼ ନୀତି ହେବାରୁ ସକାଳ ୭ଟାରେ ସିଂହଦ୍ୱାର ଖୋଲିଥିଲା। ଯେଉଁଥିପାଇଁ ଭକ୍ତମାନେ ମଙ୍ଗଳ ଆଳତି ଦେଖିବାରେ ବିଳମ୍ବ ହୋଇଥିଲା।

ସରସ୍ବତୀ ପୂଜା ଓ ଚାଚେରି ବେଶ ପାଇଁ ଆଜି ନୀତି ବିଳମ୍ବ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri