ଶିବମନ୍ଦିର ଶାଗୁଆନ ଗଛକଟାକୁ ନେଇ ତେଜିଲା ଅସନ୍ତୋଷ

ଦେଓଗାଁ,୨ା୧୦(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ତଥା ସଇଁନ୍ତଲା ଫରେଷ୍ଟ ରେଞ୍ଜ ଅଧୀନ ସିକୁଆଁ ଶିବ ମନ୍ଦିର ପରିସରରେ ଥିବା ଦୁଇଟି ବଡ ଶାଗୁଆନ ଗଛକୁ ଅଧା କାଟି କେହି ଛାଡି ଦେଇଛି । ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।

କେତେକ ମୁଷ୍ଟିମେୟ ବ୍ୟକ୍ତି ଗ୍ରାମବାସୀଙ୍କ ଅଜାଣତରେ ଗଛ କାଟିବାକୁ ଉଦ୍ୟମ କରୁଥିଲେ। ଶନିବାର ଖବର ପାଇ ସ୍ଥାନୀୟ ଫରେଷ୍ଟ ଗାର୍ଡ ଘଟଣାସ୍ଥଳକୁ ଯାଇ ଗଛକଟା ବନ୍ଦ କରିଥିଲେ ା ଏହା ପରେ ଦୁଇ ଗଛକୁ ଅଧା କଟାରୁ ଛାଡି ଚାଲିଯାଇଥିଲେ। ଖବର ପାଇଁ ଡିଏଫଓ ନୀତିଶ କୁମାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ସଇଁନ୍ତଲା ରେଞ୍ଜର ସଂଘମିତ୍ରା ଭୋଇଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରକୁ ପଶିବାକୁ ଉଦ୍ୟମ କରୁଛି ଭାଲୁ

ସଜନାଗଡ, ୮।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି କେନ୍ଦୁଖୁଣ୍ଡା ଅଞ୍ଚଳରେ ଏକ ଭାଲୁ ଘରର ଟିଣକୁ ଟାଣି ଭିତରକୁ ପଶିବାକୁ ଚେଷ୍ଟା କରୁଛି। ଶେଷରେ ବିଫଳ ହୋଇ...

ପ୍ରଚାର ମଇଦାନକୁ ଓହ୍ଲାଇଲେ ପିସିସି ସଭାପତି

ଭଦ୍ରକ ଅଫିସ,୨୭।୧୦: ଧାମନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନୀ ମାହୋଲ ସେତେ ସରଗରମ୍‌ ହେବାରେ ଲାଗିଛି। କଂଗ୍ରେସ ଗତ ଦୁଇଦିନ ହେଲା ନିର୍ବାଚନୀ ପ୍ରଚାରକୁ...

ଭରତପୁର ଖଣି ଦୁର୍ଘଟଣା:କୋଇଲା ମନ୍ତ୍ରଣାଳୟ ହସ୍ତକ୍ଷେପ କରୁ: ବିଜେଡ

ତାଳଚେର,୩ା୮(ନି.ପ୍ର.) ଭରତପୁର କୋଇଲା ଖଣି ଦୁର୍ଘଟଣା ଏମ୍‌ସିଏଲ୍‌ର ଦାୟିତ୍ୱହୀନତା ଓ ଅବହେଳା ଯୋଗୁ ଘଟିଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରାଯିବା ସହ...

ଆଗ୍ରହରୁ ଆତ୍ମନିର୍ଭର

କାମାକ୍ଷାନଗର, ୨୩ା୪(ଡି.ଏନ୍‌.ଏ.) ଖୋଲା ଆକାଶ ତଳେ ଶତାଧିକ ନଡ଼ାର ପ୍ୟାଡ୍‌। ସେଥିରେ ଫୁଟିଛି ମେଞ୍ଚା ମେଞ୍ଚା ଛତୁ। ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏଭଳି ଓପନ୍‌...

ଛାତ୍ରଙ୍କୁ ମିଳିଲା ଶ୍ରବଣଯନ୍ତ୍ର

ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନଙ୍କ ଗୋଟିଏ କାନକୁ ଆଦୌ ଶୁଣାଯାଉ ନ...

ମହୋତ୍ସବ ଋତୁ

ବୌଦ୍ଧ ଜିଲା ସଂସ୍କୃତିସମ୍ପନ୍ନ ଐତିହାସିକ, ଶାନ୍ତି, ପ୍ରୀତି ଓ ମୈତ୍ରୀର ପବିତ୍ର ମାଟି। ସେହି ଜିଲାରେ ବର୍ଷସାରା ମହୋତ୍ସବର ଋତୁ ଚାଲିଛି। ହରଭଙ୍ଗା ବ୍ଲକ ପୁରୁଣାକଟକରେ...

ଗଞ୍ଜାମ କଲେଜ ନାମରେ ଜମି ରେକର୍ଡଭୁକ୍ତ କରିବାକୁ ବିଧାୟକଙ୍କ ଦାବି

ଗଞ୍ଜାମ,୩ା୧୨(ଡି.ଏନ୍‌.ଏ.): ବିଧାନସଭା ଅଧିବେଶନରେ ୫୦ବର୍ଷର ଗଞ୍ଜାମ ମହାବିଦ୍ୟାଳୟର ନିଜସ୍ବ ଜମି ନ ଥିବା ନେଇ ପ୍ରଶ୍ନ କରିଥିଲେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା l...

କୋରାପୁଟରେ ପ୍ରଥମେ ଟିକା ନେଲେ ସଫେଇ କର୍ମଚାରୀ ପଦ୍ମନ

କୋରାପୁଟ,୧୬/୧(ସ୍ବ.ପ୍ର) କୋରନା ବିରୋଧରେ ବିଶ୍ୱରେ ଆରମ୍ଭ ହୋଇଛି ସର୍ବ ବୃହତ ଲଢେଇ । ହାରିବ କୋରନା, ଜିତିବ ଜୀବନର ଲକ୍ଷ୍ୟ ନେଇ ଶନିବାରଠାରୁ ସାରା ଦେଶରେ...

Advertisement
Archives

Model This Week