ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ନ ହେବାରୁ ଅସନ୍ତୋଷ

ପାଟଣା,୨୨।୬(ସ୍ବ.ପ୍ର.) – କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସ୍ଥିତ ପ୍ରାଚୀନ ପ୍ରସିଦ୍ଧ ଦଧିବାମନ ଜୀଉଙ୍କ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି।ତେବେ ଜିଲାର ଏହି ପୁରାତନ ମନ୍ଦିର ପ୍ରତି ଦେବୋତ୍ତର ବିଭାଗ ଅଣଦେଖା କରୁଥିବାରୁ ନୀତିକାନ୍ତି ସୁରୁଖୁରୁରେ ହୋଇପାରୁ ନାହିଁ ବୋଲି ସାଧାରଣରେ ଅଭିଯୋଗ ହେଉଛି। ଚଳିତ ବର୍ଷ ଚତୁର୍ଦ୍ଧା ମୂର୍ତ୍ତିଙ୍କ ରଥଯାତ୍ରାକୁୁ ସୁଚାରୁ ରୁପେ ସମ୍ପାଦନ କରିବା ପାଇଁ ଏଯାବତ ପ୍ରସ୍ତୁତି ବୈଠକ ଡକା ଯାଇ ନ ଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଦୀର୍ଘ ଦିନରୁ କୋଠ ତହସିଲଦାର ବିନୋଦ ବିହାରୀ ସିଂ ନିଜ ପଦବୀରୁ ସ୍ବେଚ୍ଛାକୃତ ଭାବେ ଇସ୍ତଫା ଦେବାପରେ ଉକ୍ତ ପଦବୀରେ କୌଣସି ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯାଇ ନ ଥିବାରୁ ସୁଚାରୂ ରୁପେ ନୀତିକାନ୍ତି ସମ୍ପନ୍ନ ହେବାରେ ବ୍ୟାଘାତ ସୃଷ୍ଟି ହେଉଥିବା ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ସ୍ଥାନୀୟ ଲୋକେ ଜିଲାପାଳଙ୍କୁ ଏନେଇ ଅବଗତ କରିବା ସହ ତୁରନ୍ତ କୋଠ ତହସିଲଦାର ନିଯୁକ୍ତି ନେଇ ଦାବି କରିଛନ୍ତି। ଏସମ୍ପର୍କରେ ଉପଜିଲାପାଳ ରାମଚନ୍ଦ୍ର କିସ୍କୁଙ୍କୁ ପଚାରିବାରୁ ଖୁବ୍‌ଶୀଘ୍ର ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଡାକିବାକୁ ତହସିଲଦାର ତାପସ ରଞ୍ଜନ ଦେହୁରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଠାକୁରଙ୍କ ନୀତିରେ କୌଣସି ଅସୁବିଧା ହେବନି। ରଥଯାତ୍ରା ପାଇଁ ଯେତିକି ଟଙ୍କା ଦରକାର ଯୋଗାଇ ଦିଆଯିବ। ଖୁବ ଶୀଘ୍ର କୋଠ ତାହସିଲଦାର ନିଯୁକ୍ତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri