ଭୋଟ୍‌ ଗଣତିକୁ ନେଇ ଅସନ୍ତୋଷ: ପୁନଃ ଗଣନା ଦାବି

କେନ୍ଦୁଝର,୨ା୩(ସ୍ବ.ପ୍ର.): ସଦର ବ୍ଲକ ବାଉରୀପଦା ପଞ୍ଚାୟତର ସରପଞ୍ଚ ପ୍ରାର୍ଥିନୀ ନିର୍ମଳା ଦେହୁରୀ ପୁନଃ ଭୋଟ ଗଣନା ଦାବି କରିଛନ୍ତି। ଏନେଇ ବୁଧବାର ସଦର ବିଡିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଭୋଟ ଗଣନା ବେଳେ ଉପସ୍ଥିତ ଥିବା ତାଙ୍କ ଏଜେଣ୍ଟ ମଙ୍ଗଳୁ ଚରଣ ନାୟକ କହିଛନ୍ତି, ତାଙ୍କ ଗ୍ରାମର ବୁଥ୍‌ର ୧୪୦ଟି ଭୋଟ ନାକଚ ହୋଇଛି। ସେ ସମୁଦାୟ ୨୪୫୭ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜୟୀ ପ୍ରାର୍ଥିନୀ ବିନୋଦିନୀ ଦେହୁରୀ ୨୫୨୦ ଭୋଟ୍‌ ପାଇଛନ୍ତି। ଏଣୁ ପୁନଃ ଭୋଟ୍‌ ଗଣନା କରିବାକୁ ସେ ନିବେଦନ କରିଛନ୍ତି। ତାଙ୍କ ସମର୍ଥକମାନେ ଆଜି ବିଡିଓଙ୍କୁ ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ ଜିଲାରେ ବଢ଼ିଚାଲିଛି ଲୋକାଲ୍‌ କେସ୍‌: ଆଜି ବି ୭୬ ପଜିଟିଭ୍‌

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଜିଲାରୁ ଶନିବାର ୭୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଲୁଣାନଦୀର ଜଳସ୍ତର କମୁଛି, ମିଳୁନି ପାଣି

କେନ୍ଦ୍ରାପଡ଼ା ଅଫିସ, ୧୪ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର ୨୦୨୧ ଡିସେମ୍ବରଠାରୁ କମିବାରେ ଲାଗିଛି। ଫଳରେ ଆଗାମୀଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା...

ସୁରକ୍ଷା ପ୍ରାଚୀର ଭାଙ୍ଗି ନନ୍ଦନକାନନରେ ପଶିଲା ହାତୀ

ବାରଙ୍ଗ,୨।୫(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ପୁଣି ମାତିଛି ମାକେନା ହାତୀ। ଚନ୍ଦକା ଜଙ୍ଗଲର ଏହି ମାକେନା ହାତୀ ଶନିବାର ବିଳମ୍ବିତ ରାତିରେ ନନ୍ଦନକାନନର ସୁରକ୍ଷା ପ୍ରାଚୀର...

ଗଞ୍ଜେଇ ଚୋରାଚାଲାଣ: ୧୦ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ କାଉନସିଲର ପ୍ରାର୍ଥୀ

ଭବାନୀପାଟଣା,୨୮ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏସ୍‌ପି ଅଭିଳାଶଜୀଙ୍କ ନେତୃତ୍ୱରେ ଜୟପାଟଣା ଥାନାଧିକାରୀ ବାସୁଦେବ ଛତ୍ରିଆଙ୍କ ସହ ଏକ ଟିମ୍‌...

ଓଡ଼ିଶା-ଝାଡ଼ଖଣ୍ଡ ସୀମା ସିଲ୍‌: ରାଜପଥରେ ଅଟକି ରହିଛି ଶହ ଶହ ଭାରୀଯାନ

ବଡ଼ବିଲ,୨୫।୩(ସ୍ବ.ପ୍ର.): ଦେଶବ୍ୟାପୀ ମଙ୍ଗଳବାର ମଧ୍ୟରାତ୍ରିରୁ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ସେଥିପାଇଁ କେନ୍ଦୁଝର ଜିଲା ଝାଡ଼ଖଣ୍ଡ ରାଜ୍ୟ ସୀମାନ୍ତ ବଡ଼ବିଲରେ ପୋଲିସ ପ୍ରଶାସନ କଡ଼ା ପଦକ୍ଷେପ ନେଇଛି।...

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା: ସିସିଟିଭିରୁ ୩ ଜଣଙ୍କୁ ଚିହ୍ନିଲା ପୋଲିସ

ପୁରୀ ଅଫିସ, ୪।୪: ପୁରୀ ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାରେ ପୋଲିସ ୩ ଜଣଙ୍କୁ ଚିହ୍ନଟ କରିଛି। ସିସିଟିଭି ଯାଞ୍ଚ ବେଳେ ଏହି ଘଟଣା...

ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀରେ ଅଧିକାରୀ

ବାଲେଶ୍ୱର ଅଫିସ, ୨୨।୫-ବାଲେଶ୍ୱର ଜିଲାରେ ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରଶାସନିକ...

ଶ୍ରାବଣ ମାସ ପ୍ରଥମ ସୋମବାର: ଜଳାଭିଷେକ ପାଇଁ ବିଭିନ୍ନ ଶୈବପୀଠରେ ଭିଡ଼

ବାଲିଗୁଡ଼ା,୨୨।୭(ଡି.ଏନ୍‌.ଏ.): ଶ୍ରାବଣ ମାସ ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳାଭିଷେକ ଲାଗି ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଜମିଛି। ପ୍ରତ୍ୟୁଷରୁ ଖଡ଼ଗ ନଦୀ ନିକଟରେ କାଉଡ଼ିଆଙ୍କ ଭିଡ଼...

Advertisement
Archives

Model This Week