ନିର୍ବାଚନ ପୂର୍ବରୁ ବ୍ରିଟିଶ ପାର୍ଲାମେଣ୍ଟ ଭଙ୍ଗ: ଜୁଲାଇ ୪ରେ ନିର୍ବାଚନ

ଲଣ୍ଡନ,୩୦ା୫: ଜୁଲାଇ ୪ରେ ବ୍ରିଟେନ୍‌ ସାଧାରଣ ନିର୍ବାଚନ ହେବାକୁ ଯାଉଥିଲା ବେଳେ ଗୁରୁବାର ପାର୍ଲାମେଣ୍ଟକୁ ଭଙ୍ଗ କରାଯାଇଛି। ଏଥିସହ ୫ ସପ୍ତାହ ପ୍ରଚାର ସମୟ ଆରମ୍ଭ ହୋଇଛି। ଆଗାମୀ ନିର୍ବାଚନରେ କଞ୍ଜରଭେଟିଭ୍‌ ପାର୍ଟିକୁ ହରାଇ ଲେବର ପାର୍ଟି ୧୪ ବର୍ଷ ପରେ କ୍ଷମତାକୁ ଫେରିବା ଆଶା କରାଯାଉଛି।

ଘଣ୍ଟାର ମିନିଟ୍‌ କଣ୍ଟା ମଧ୍ୟରାତ୍ରର ଗୋଟିଏ ମିନିଟ୍‌ ପୂର୍ବରେ ଥିବାବେଳେ ପାର୍ଲାମେଣ୍ଟର ସମସ୍ତ ୬୫୦ ଆସନ ଖାଲି ହୋଇଯାଇଥିଲା। ଫଳରେ ଆନୁଷ୍ଠାନିକ ଭାବେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। କଞ୍ଜରଭେଟିଭ୍‌ ପାର୍ଟିରେ ମତଭେଦ ଲାଗି ରହିଥିବା ବେଳେ ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ ଗତ ସପ୍ତାହରେ ପାର୍ଲାମେଣ୍ଟ ନିର୍ବାଚନ ଘୋଷଣା କରିଥିଲେ। ପ୍ରବଳ ବର୍ଷା ସମୟରେ ନିର୍ବାଚନ ହେବାକୁ ଯାଉଥିବାରୁ ପ୍ରାର୍ଥୀମାନେ ପ୍ରଚାରରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ବୋଲି କୁହାଯାଉଛି।

ସୁନକଙ୍କ ଦଳ ଲୋକପ୍ରିୟତା ହରାଇଥିବା ବେଳେ ପୂର୍ବତନ ମାନବାଧିକାର ଆଇନଜୀବୀ କେଇର୍‌ ଷ୍ଟାରମେରଙ୍କ ନେତୃତ୍ୱରେ ଲେବର ପାର୍ଟି ଏହାର ସୁଯୋଗ ନେଇ କ୍ଷମତା ଦଖଲ କରିବାକୁ ଯାଉଥିବା ଆଶା କରାଯାଉଛି। କଞ୍ଜରଭେଟିଭ୍‌ ପାର୍ଟିର ଲୋକପ୍ରିୟତା କେବଳ ହ୍ରାସ ପାଇନାହିଁ, ଏହାର ୭୭ ଜଣ ଏମ୍‌ପିଙ୍କ ସମେତ ମୋଟ ୧୨୯ ଏମ୍‌ପି ଏଥର ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri