ଘର ଘର ବୁଲି ସ୍ବାସ୍ଥ୍ୟକାର୍ଡ ବଣ୍ଟନ

ଗଞ୍ଜାମ,୧୪ା୫(ବିଦ୍ୟାଧର ସାହୁ): ବର୍ତ୍ତମାନ ଲୋକଙ୍କ ମେଡିକାଲ ସୁବିଧା ପାଇଁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ହେଲଥ କାର୍ଡ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଅବସରରେ ମଲାଡ଼ ପଞ୍ଚାୟତ ସରପଞ୍ଚ ମମତା ବେହେରା ନିଜ ପଞ୍ଚାୟତ କାର୍ଯ୍ୟାଳୟରେ ଏହାର ଶୁଭାରମ୍ଭ କରିବା ସହ ବିଭିନ୍ନ ଗାଁକୁ ଯାଇ ଘର ଘର ବୁଲି ଆୟୁଷ୍ମାନ କାର୍ଡ ବଣ୍ଟନ କରିଥିଲେ। ସରପଞ୍ଚ ପ୍ରତିନିଧି ସୁଦାମ ଚରଣ ବେହେରାଙ୍କ ସମେତ ଅନ୍ୟାନ୍ୟ ବ୍ଲକ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଲଗାଣ ବର୍ଷାରେ ଭାଙ୍ଗିଲା ପୋତାଗଡ଼ ପାଚେରୀ: ପର୍ଯ୍ୟଟକ, ବୁଦ୍ଧିଜୀବୀ ମହଲରେ କ୍ଷୋଭ

ଗଞ୍ଜାମ, ୨୫।୯ (ବିଦ୍ୟାଧର ସାହୁ): ଗତ ୩-୪ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପ୍ରବଳ ପବନ ବହିବା ଫଳରେ ଗଞ୍ଜାମ ସହରରେ ଅବସ୍ଥିତ ଐତିହାସିକ ପୋତାଗଡ଼…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?