ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ

ବଇଣ୍ଡା,୨୬।୧୧(ଡି.ଏନ.ଏ.) – କିଶୋରନଗର ବ୍ଲକ ଲୁହାମୁଣ୍ଡା, ବିଲେଇନାଳି, କଟରଙ୍ଗା, ଉରୁକୁଳା, ନାକିଚି, ଠେଲକନାଳି, ଆମ୍ବପାଳ, ଝରାବେରେଣି, ହିମିତିରା ପଞ୍ଚାୟତରେ ଗୁରୁବାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯାଇଛି। ମୁଖ୍ୟଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେଇ ୨୨୫୦ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରିଥିଲେ। ସ୍ବତନ୍ତ୍ର ଅତିଥି ଭାବେ ବିଜେଡି ପର୍ଯ୍ୟବେକ୍ଷକ ନଳିନୀକାନ୍ତ ପ୍ରଧାନ, ଅନ୍ୟତମ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନ, ବିଡିଓ ଡ. ସରୂପାନଦ ସାହୁ, ଏବିଡିଓ ଜ୍ୟାତିରଞ୍ଜନ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳକୁ ଲୋକଙ୍କ ଭରସା ନାହିଁ, ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ

କେନ୍ଦ୍ରାପଡା,୧୧୦ା୫ (ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ବନ୍ୟା, ବାତ୍ୟା ସହ ସୁନାମି…

ମୋବାଇଲ୍‌ ଟାଓ୍ବାର ଉପରେ ଚଢ଼ିଗଲେ ଯୁବକ: ପରେ ଧମକ ଦେଇ ଯେଉଁ କାଣ୍ଡକଲେ…

କଲ୍ୟାଣସିଂହପୁର,୧୧।୫(ଦୀପକ କୁମାର ପରିଡା ): ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସହରରେ । ମଦ୍ୟପ…

ସୁନାଥରରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା: ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ ଗୁରୁତର

ପୁରୁଷୋତ୍ତମପୁର,୧୧ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ରବିବାର ସନ୍ଧ୍ୟାରେ ରୋଷେଇ ପାଇଁ ଗ୍ୟାସ୍‌ ଲଗାଇବା ବେଳେ ହଠାତ୍‌ ସିଲିଣ୍ଡରଟି ବିସ୍ଫୋରଣ ହୋଇ…

ସରକାରୀ ଜମିରୁ ଉଚ୍ଛେଦବେଳେ ପ୍ରବଳ ବିରୋଧ, ତଥାପି ଜାରି ରହିଛି…

ପାଟଣା,୧୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ପୁଟୁଳିଆ ମୌଜାର ୭୭୪ ନମ୍ବର ପ୍ଲଟରୁ ସୋମବାର ଜବରଦଖଲ ଉଚ୍ଛେଦ ଆରମ୍ଭ କରିଛି ପ୍ରଶାସନ। ଉଚ୍ଛେଦକୁ ବିରୋଧ କରି…

୧୨ ଘଣ୍ଟା ବିତିଲା: ସ୍ବାଭାବିକ ହୋଇପାରିଲାନାହିଁ ବିଦ୍ୟୁତ୍‌ ସେବା

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ରବିବାର ରାତି ୧୦ଟାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ସହରର ଅନେକ ସ୍ଥାନରେ ଗଛଡାଳ…

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri