ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ କ୍ରୀଡ଼ା ସାମଗ୍ରୀ ବଣ୍ଟନ

କୁଆଁରମୁଣ୍ଡା, ୧୧।୧୨(ଡି.ଏନ.ଏ.)-ବୁଧବାର କୁଆଁରମୁଣ୍ଡା ବ୍ଲକ ଭାଟିଟୋଲି ପଡିଆରେ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ପାନପୋଷ ଉପଖଣ୍ଡର କୁଆଁରମୁଣ୍ଡା ଓ ନୂଆଗାଁ ବ୍ଲକର ୧୮ଟି ଲେଖାଏଁ ସାଂସ୍କୃତିକ ଓ କ୍ରୀଡା ଅନୁଷ୍ଠାନକୁ ସାଂସ୍କୃତିକ ଓ କ୍ରୀଡା ସାମଗ୍ରୀ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ବିନୟ ଟପ୍ପୋ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ଏମ୍ମା ଏକ୍କା, କୁଆଁରମୁଣ୍ଡା ବ୍ଲକ ଅଧ୍ୟକ୍ଷା ମାଗଦାଲି କୋନଗାଡି, କୁଆଁରମୁଣ୍ଡା ବ୍ଲକ ବିଜେଡ଼ିର ପୂର୍ବତନ ସଭାପତି ତଥା ଡୁମେରଯୋର ସମିତି ସଭ୍ୟ ରାଜେନ୍ଦ୍ର କୁଜୁର, ନୂଆଗାଁ ବ୍ଲକ ଅଧ୍ୟକ୍ଷ ମକଲୁ ଏକ୍କା, କୁଆଁରମୁଣ୍ଡା ବ୍ଲକ ଉପାଧ୍ୟକ୍ଷ ଶ୍ୟାମସୁନ୍ଦର ସାହୁ, କୁଆଁରମୁଣ୍ଡା ବ୍ଲକ ବିଜେଡି ସଭାପତି ତଥା ସମିତି ସଭ୍ୟ ରାଜେଶ ହାସଦା, କୁଆଁରମୁଣ୍ଡା ସରପଞ୍ଚ ସୁଷମାକାନ୍ତି କିଣ୍ଡୋ, ସମିତି ସଭ୍ୟ ଗଜେନ୍ଦ୍ର ସାହୁ, ପୂର୍ବତନ ଜିଲା ପରିଷଦ ଉପାଧ୍ୟକ୍ଷା ନିମନ୍ତୀ ଲୁଗୁନ୍‌, ଜିଲା ପରିଷଦ ସଭ୍ୟା ସୁନୀତା ଅହିର, ପୂର୍ବତନ ସୁନ୍ଦରଗଡ଼ ଅର୍ବାନ କୋଅପରେଟିଭ୍‌ ସୋସାଇଟି ଉପାଧ୍ୟକ୍ଷା ସନ୍ଧ୍ୟା ଲାକ୍ରା ପ୍ରମୁଖ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଯୁବନେତା ରାଜେଶ ଖାଲଖୋ, ମନୋଜ ଦାସ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?