ଟାଟା ଷ୍ଟିଲ୍‌ ପକ୍ଷରୁ ଶୀତବସ୍ତ୍ର ବଣ୍ଟନ

ଭୁବନେଶ୍ୱର,୧୫।୧୨:ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଟାଟା ଷ୍ଟିଲ୍‌ ଫେରୋ ଆଲଏଜ୍‌ ଆଣ୍ଡ୍‌ ମିନେରାଲ୍ସ ଡିଭିଜନ ପକ୍ଷରୁ ସ୍କୁଲ ପିଲାମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଶୀତର ପ୍ରଭାବ ଅନୁଭୂତ ହେବାରୁ ସ୍କୁଲ ପିଲାମାନଙ୍କୁ ଶୀତରୁ ସୁରକ୍ଷା ଦେବା ପାଇଁ ନିକଟରେ କର୍ମଚାରୀ ସ୍ବେଚ୍ଛାସେବିତା କାର୍ଯ୍ୟକ୍ରମର ଅଂଶ ସ୍ବରୂପ କମ୍ପାନୀର କର୍ମଚାରୀମାନେ ରେସିଡେଣ୍ଟ ବ୍ରିଜ୍‌ କୋର୍ସ ସେଣ୍ଟରର ଛାତ୍ରୀଛାତ୍ରମାନଙ୍କୁ ଶୀତବସ୍ତ୍ର (ସ୍ବେଟର) ପ୍ରଦାନ କରିଛନ୍ତି। ପିଲାମାନଙ୍କ ଉପରେ ସକାରାତ୍ମକ ପ୍ରଭାବ ସୃଷ୍ଟି କରିବା ତଥା ସାମାଜିକ କଲ୍ୟାଣମୂଳକ କାର୍ଯ୍ୟକ୍ରମରେ ପ୍ରତ୍ୟକ୍ଷ ଭାବେ ଯୋଡ଼ିହେବା ଲକ୍ଷ୍ୟରେ ଟାଟା ଷ୍ଟିଲ୍‌ର କର୍ମଚାରୀମାନେ ସବୁବେଳେ ପ୍ରୟାସ କରି ଆସିଛନ୍ତି। ଟାଟା ଷ୍ଟିଲ୍‌ର ଏକ୍‌ଜିକ୍ୟୁଟିଭ୍‌ ଇନ୍‌ଚାର୍ଜ (ଏଫ୍‌ଏଏମ୍‌ଡି) ପଙ୍କଜ ସତିଜା କହିଛନ୍ତି, ସମାଜକୁ ସମୃଦ୍ଧ କରିବା ପାଇଁ କିଛି ପ୍ରତିଦାନ କରିବା ଉପରେ ଆମେ ବିଶ୍ୱାସ କରୁ ଏବଂ କର୍ମକ୍ଷେତ୍ର ବାହାରେ ସକାରାତ୍ମକ ପ୍ରଭାବ ସୃଷ୍ଟି କରିବା ଲାଗି ଆମେ ପ୍ରତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?