ଅଞ୍ଚଳର ବିକାଶ ଉପରେ ସମୀକ୍ଷା କଲେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ

ସୋରଡ଼ା,୨୭ା୧୧(ଡି.ଏନ୍‌.ଏ.): ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ କୀର୍ତ୍ତି ଭାସନ ଭି ଏବଂ ବ୍ରହ୍ମପୁର ମ୍ୟୁନିସିପାଲ କମିଶନର ଜେ ସୋନାଲ ରବିବାର ସକାଳେ ସୋରଡ଼ାଗ୍ରସ୍ତ କରି ଫେରିଛନ୍ତି। ସହରର ପାହାଡ଼ ଉପର ଖୁଣ୍ଟେଶରୀ ମନ୍ଦିର, ସିଦ୍ଧେଶ୍ୱର ୨ ମନ୍ଦିର, ପିକ୍‌ନିକ୍‌ ଅଞ୍ଚଳ, ଜଳଭଣ୍ଡାର, କନ୍ଧୁଣୀଦେବୀ ମନ୍ଦିର ଭ୍ରମଣ କରି ଅଞ୍ଚଳର ବିକାଶ ଉପରେ ସମୀକ୍ଷା କରି ଥିଲେ। ବହୁ ପୁରାତନ ଏହି ସହରର ସୌନ୍ଦର୍ଯ୍ୟ କରଣ ପ୍ରତି ଯଥାଶକ୍ତି ଧ୍ୟାନ ଦିଆଯାଇଥିବା କହିଥିଲେ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଥିବା ଖୁଣ୍ଟେଶରୀ ପାହାଡ଼ର ଚତୁଃପାର୍ଶ୍ୱ ବୁଲି ଦେଖି ଖୁସି ବ୍ୟକ୍ତ କରିଥିଲେ। ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଦୂତିକୃଷ୍ଣ ପାତ୍ର,ଏବି ସଂଜୀବ ରାଜ ସେନାପତି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?