ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ପ୍ଲାଜମା ଦାନ କରିଥିବା ୨ଜଣଙ୍କୁ କରାଗଲା ସମ୍ବର୍ଦ୍ଧନା

ବରଗଡ଼ ଅଫିସ,୧୫।୮: ବରଗଡ ଜିଲା ଜର୍ଜ ହାଇସ୍କୁଲ ପଡିଆରେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଜାତୀୟ ପତାକା ଉତ୍ତୋଳନ ସହିତ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ। ସହିଦ ସ୍ବାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ ସହିତ କରୋନା ମୁକାବିଲାରେ ନିୟୋଜିତ ସମସ୍ତ କୋଭିଡ୍‌ ଯୋଦ୍ଧାଙ୍କୁ ଜିଲାପାଳ ପ୍ରଧାନ ନିଜ ଅଭିଭାଷଣରେ ଉତ୍ସାହିତ କରିଥିଲେ। ଏହା ସହିତ ପ୍ଲାଜମା ଦାନ କରିଥିବା କଟାପାଲି ଗ୍ରାମର ଦୁଇଜଣଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ସରସତୀ ଶିଶୁ ବିଦ୍ୟା ମନ୍ଦିରର ଶିକ୍ଷୟିତ୍ରୀମାନେ ଜାତୀୟ ସଙ୍ଗୀତ ଗାନ କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ଏସ୍‌ପି ପଦ୍ମିନୀ ସାହୁ, ଅତିରିକ୍ତ ଜିଲାପାଳ ମିର୍ଧା ଟପ୍ପୋଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଇଓଙ୍କ ବଦଳିକୁ ନେଇ ଅସନ୍ତୋଷ

ବାଲିକୁଦା,୨୫।୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ସରପଞ୍ଚ ସଂଘର ଏକ ବୈଠକ ମରିଚିପୁର ପଞ୍ଚାୟତର ମା’ ବନ୍ଦରେଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ତଥା ବରମୁଣ୍ଡଳି ସରପଞ୍ଚ...

ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତା, ଘରେ ପଶିଲା ବର୍ଷାଜଳ

ବ୍ରହ୍ମପୁର ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିଯୋଗୁ ବେହାଲ ହୋଇପଡ଼ିଛି ବ୍ରହ୍ମପୁର।...

ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ : ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା

ତିହିଡ଼ି,୧୪।୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର...

ମହିଳାଙ୍କ ମଦ ବିରୋଧୀ ସଚେତନତା ଶୋଭାଯାତ୍ରା

ବାହାନଗା,୧୨ା୯(ଡି.ଏନ.ଏ.)-ବାହାନଗା ବ୍ଲକ କୁଚିଆକୋଇଲି ଗ୍ରାମରେ ବୁଧବାର ଅପରାହ୍ନରେ ଚୋରା ମଦ କାରବାର ବିରୋଧରେ ମହିଳାମାନେ ଅଣ୍ଟା ଭିଡିଛନ୍ତି। ମହିଳାମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରି ମଦ...

କୁଷ୍ଠରୋଗୀଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

ବିନିକା,୨୫ା୪(ଡି.ଏନ୍‌.ଏ): ସୁବଣ୍ଣର୍ର୍ପୁର ଜିଲା ଭଣ୍ଡାର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୁଲୁଣ୍ଡା ଗ୍ରାମ ନିର୍ମଳ ଛାୟାରେ ବାସ କରୁଥିବା କୁଷ୍ଠରୋଗୀଙ୍କୁ ଶନିବାର ଜିଲା ଯୁବ ବିଜେଡି ସଭାପତି ଅଶୋକ...

ପଦ୍ମପୁରରେ କୃଷି ବିଲ୍‌ ବିରୋଧରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୩୦।୧୦: କୃଷି ବିଲକୁ ନେଇ ସାରାଦେଶରେ ବିରୋଧର ସ୍ବର ଉଠିଛି। ଏହି କ୍ରମରେ ଶୁକ୍ରବାର ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତି ଆହ୍ବାନରେ...

ମହିଳାଙ୍କୁ ବଳାତ୍କାର କଲେ ନାବାଳକ

ରାଇରଙ୍ଗପୁର,୨୦ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ରବିବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ...

ପଦୋନ୍ନତି ପରେ ଗଞ୍ଜାମ ବିଡିଓଙ୍କୁ ପୁନଃ ଅବସ୍ଥାପିତ ଲାଗି ଜିଲାପାଳଙ୍କୁ ସ୍ମାରକପତ୍ର ଦେଲେ ଜନପ୍ରତିନିଧି

ଗଞ୍ଜାମ,୧।୭(ଡି.ଏନ୍‌.ଏ.): ଗଞ୍ଜାମ ବିଡିଓ ଜ୍ୟୋତି ଶଙ୍କର ରାୟଙ୍କୁ ଡିଆରଡିଏ ଏପିଡି ଭାବେ ପଦୋନ୍ନତି ମିଳିଛି। ଏହାକୁ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ସହଜରେ ଗ୍ରହଣ କରିପାରୁ...

Advertisement


Archives

Model This Week