ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଲେ ପିଇଓ

କେନ୍ଦୁଝର,୧୮ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ନିଖିଳ ଉତ୍କଳ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ ଡାକରାରେ ଶୁକ୍ରବାର ଜିଲାର ପଞ୍ଚାୟତ ନିର୍ବାହୀ ଅଧିକାରୀ( ପିଇଓ)ମାନେ ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଛନ୍ତି। ପଞ୍ଚାୟତ ନିର୍ବାହୀ ଅଧିକାରୀମାନଙ୍କ ଶିକ୍ଷାଗତ ଯୋଗ୍ୟତାକୁ ଯୁକ୍ତ ଦୁଇରୁ ଗ୍ରାଜୁଏସନକୁ ବୃଦ୍ଧି ସହ ପ୍ରଲେବୁଲ ୫ (୨୧୭୦୦)ରୁ ୯ କୁ (୩୫,୪୦୦) ବୃଦ୍ଧି, ୧୦ ବର୍ଷ ଚାକିରି ପୂରଣ କରିଥିବା ପିଇଓଙ୍କ ପାଇଁ ସ୍ବତନ୍ତ୍ର ପଦବୀ ସୃଷ୍ଟି ଦାବିରେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri