ଚାଲି ଚାଲି ଜଙ୍ଗଲ ଘେରି ପାହାଡ଼ ବୁଲିଲେ ଜିଲାପାଳ, ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ପୁରୁଷୋତ୍ତମପୁର,୧୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଗସ୍ତରେ ଆସି ବିଭିନ୍ନ ଗ୍ରାମର ପର୍ଯ୍ୟଟନ ସ୍ଥଳ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏପରି କି ସେ ପାଣ୍ଡିଆ ଗ୍ରାମରେ ଥିବା ଐତିହାସିକ ଅଶୋକଙ୍କ ଅନୁଶାସନ ଲିଖିତ ଜଉଗଡର ବିକାଶ ଲାଗି ଚତୁଃପାଶର୍‌ବର ବଣ ଜଙ୍ଗଲ ଘେର ପାହାଡକୁ ଚାଲି ଚାଲି ଚଢି ବୁଲି ଦେଖିଥଲେ। ଜଉଗଡକୁ ପରିଷ୍କାର ପରିଚ୍ଛନତା ରଖିଥିବା ହେତୁ ଗ୍ରାମବାସୀଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନଙ୍କ ସହ ଆଲୋଚନା କରି ବିକାଶ ଲାଗି ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ଏହାସହ ଭୋଜି ଭାତ ନ କରିବା, ପ୍ଲାଷ୍ଟିକ ପଲିଥିନ ନ ପକାଇବା ଲାଗି ପରାମର୍ଶ ଦେଇଥିଲେ। ଯେପରି ଏଠାକୁ ପର୍ଯ୍ୟଟକମାନେ ଆସିବା ଲାଗି ଆଗ୍ରହ ପ୍ରକାଶ କରିବେ ସେଥିନେଇ ପଦକ୍ଷେପ ନେବେ ବୋଲି କହିଥିଲେ। ଏହାସହ ମା’ ତାରାତାରିଣୀଙ୍କ ପୀଠରେ ପ୍ରାୟ ୫୦କୋଟି ଟଙ୍କାରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ବଡଖରିଡା ଗ୍ରାମ କାଳେଶ୍ବର ମନ୍ଦିରରେ ପ୍ରାୟ ଦେଢ କୋଟି ଟଙ୍କାରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ, ପାର୍କ, ପୋଖରୀ ସୌନ୍ଦର୍ଯ୍ୟକରଣ, ରାସ୍ତା ଘାଟ କାର୍ଯ୍ୟ ମାନ ବୁଲି ବୁଲି ଦେଖି ସମୀକ୍ଷା କରିଥିଲେ। ଏଥିରେ ବିଡିଓ ବିଜୟ କୁମାର ବେହେରା, ଜିଲା ପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା, ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା, ସହକାରୀ ଯନ୍ତ୍ରୀ ମୋହନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri