୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ ଦେବଗଡ ଜିଲା କଂଗ୍ରେସ ସଭାପତି ସେମ ହେମ୍ରମ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩୬ ଘଣ୍ଟିଆ ଉପବାସ ଧାରଣାରେ ବସିଥିବାବେଳେ ବୁଧବାର ଏହା ଶେଷ ହୋଇଛି। ସନ୍ଧ୍ୟାରେ ପ୍ରଦେଶ କଂଗ୍ରେସ କମିଟି ସମ୍ପାଦକ ଦିଲ୍ଲୀପ କୁମାର ଦୁରିଆ, ସୁନ୍ଦରଗଡ଼ ଜିଲା କଂଗ୍ରେସ ସଭାପତି ନିର୍ମଳ ନାୟକ, ଅନୁଗୋଳ ଜିଲାର ପୂର୍ବତନ ଜିଲା କଂଗ୍ରେସ ସଭାପତି ଅମ୍ବିକା ଭଟ୍ଟଙ୍କ ଉପସ୍ଥିତିରେ ହେମ୍ରମ ଉପବାସ ଧାରଣା ଭଙ୍ଗ କରିଥିଲେ। ତେବେ ଦାବି ପୂରଣ ନହେଲେ କଂଗ୍ରେସ ପକ୍ଷରୁ ଜୋରଦାର ଆନ୍ଦୋଳନ କରାଯିବା ସହ ପ୍ରଶାସନକୁ ଅଚଳ କରିଦିଆଯିବ ବୋଲି ହେମ୍ରମ ଗଣମାଧ୍ୟମ ସମ୍ମୁଖରେ ଦୃଢୋକ୍ତି ପ୍ରକାଶ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri