କୋରାପୁଟରେ ହେବ ଜିଲା ସଂସ୍କୃତି ଭବନ

କୋରାପୁଟ,୨୧।୧୧(ଅମିତାଭ ବେହେରା): କୋରାପୁଟ ସହରର ଭବାନୀନଗରଠାରେ ୧୦ କୋଟି ୩୭ ଲକ୍ଷ ଟଙ୍କା ବ୍ୟୟରେ ନୂତନ ଜିଲା ସଂସ୍କୃତି ଭବନ ଓ କାର୍ଯ୍ୟାଳୟ ନିର୍ମାଣ କରାଯିବ। ଏ ନେଇ ଶୁକ୍ରବାର ଭିତ୍ତି ୟପ୍ରସ୍ତର ସ୍ଥାପନ ହୋଇଛି। କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥିଭାବେ ଯୋଗଦେଇ ନଡ଼ିଆ ବାଡେଇ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ଅବସରରେ ଜିଲା ଯୋଜନା ଅଧିକାରୀ ସୂର୍ଯ୍ୟକାନ୍ତ ବେହେରା, ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ ଶୁଭକାନ୍ତ ବାରିକଙ୍କ ସମେତ ସ୍ଥାନୀୟ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri