ଭିଜିଲାନ୍ସ ଜାଲରେ ଜିଲା ଶିଳ୍ପ ଉନ୍ନୟନ ଅଧିକାରୀ

ପୁରୀ ଅଫିସ,୧୮।୮: ପୁରୀ ଜିଲା ଶିଳ୍ପ ଉନ୍ନୟନ ଅଧିକାରୀ ସୀତାରାମ ସାହୁଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଏକକାଳୀନ ପୁରୀ, ଭୁବନେଶ୍ୱର ଓ ନୟାଗଡ଼ର ୫ଟି ସ୍ଥାନରେ ଚଢ଼ାଉ ଚାଲିଛି। ଏହି ଚଢାଉରେ ୮ଟି ଟିମ୍‌ ନିୟୋଜିତ କରାଯାଇଛି । ୪ ଜଣ ଡିଏସ୍‌ପି, ୫ଜଣ ଇନ୍ସପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ଚଢାଉରେ ସାମିଲ ହୋଇଛନ୍ତି । ଚଢ଼ାଉ ଜାରି ରହିଥିବାରୁ ସ୍ପଷ୍ଟ ତଥ୍ୟ ମିଳି ପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ ଅବସ୍ଥାରେ ମିନି କୋଣାର୍କ

ଗୋପ,୧୨।୧୨(ଡି.ଏନ୍‌.ଏ): କୋଣାର୍କର ସୂର୍ଯ୍ୟ ମନ୍ଦିର ଭଳି ଗୋପ ବ୍ଲକ ଅଧୀନ ଏରବଙ୍ଗ ପଞ୍ଚାୟତର ବୟାଳିଶବାଟି ଗ୍ରାମରେ ଏକ ମିନି କୋଣାର୍କ ମନ୍ଦିର ରହିଛି। ହେଲେ ଏହି...

ସ୍ବାସ୍ଥ୍ୟସେବା ଗବେଷଣା ପାଇଁ ଢେଙ୍କାନାଳରେ ବିଦେଶୀ ଛାତ୍ରୀ: କଲେଜ ପିଲାଙ୍କ ସହ ମତ ବିନିମୟ କଲେ

ଢେଙ୍କାନାଳ ଅଫିସ, ୨୧।୮-ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା ସମ୍ପର୍କରେ ଅଧିକ ଗବେଷଣା କରିବାକୁ ଢେଙ୍କାନାଳରେ ପହଞ୍ଚତ୍ଛନ୍ତି ଯୁକ୍ତରାଷ୍ଟ୍ର ଆମେରିକା ରୋଚେଷ୍ଟର ବିଶ୍ୱବିଦ୍ୟାଳୟର ୫ଜଣ ଛାତ୍ରୀ। ସମ୍ପୃକ୍ତା ବିଦେଶୀ ଛାତ୍ରୀମାନେ...

ସମ୍ବଲପୁର-ସୋନପୁର ସୀମାକୁ ସିଲ୍‌ କଲା ଧମା ପୋଲିସ

ଧମା, ୧।୪ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ କୋଭିଡ- ୧୯ ସୁରକ୍ଷା କଡାକଡିକୁ ନେଇ କରାଯାଇଥିବା ନିଷ୍ପତ୍ତି ପରେ ସମସ୍ତ ରାଜ୍ୟ ଓ ଜିଲା ସୀମାକୁ ସିଲ କରାଯାଇଛି...

ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲିଲେ ଶିକ୍ଷୟିତ୍ରୀ : ଥାନାରେ ଦୋଷ ସ୍ବୀକାର ପରେ ସମାଧାନ

ବ୍ରହ୍ମପୁର ଅଫୁସ,୧୬ା୨-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀ ଗୃହରେ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ(ଲେଗିଙ୍ଗସ୍‌) ଶିକ୍ଷୟତ୍ରୀ ଖୋଲି...

ଚାରା ଲଗାଇ ସ୍ବାଧିନତା ଦିବସ ପାଳିଲେ ଯୁବଗୋଷ୍ଠୀ

କଣ୍ଟାପଡା,୧୫।୮(ଡି.ଏନ୍‌.ଏ.)-ସମଗ୍ର ଦେଶରେ ଶନିବାର ୭୪ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କଣ୍ଟାପଡା ବ୍ଲକ ଛେଦା ଗ୍ରାମର ଯୁବଗୋଷ୍ଠୀ ସାମାଜିକ ଦୂରତ୍ୱରଖି କଣ୍ଟାପଡା...

ବ୍ୟାଖ୍ୟାନ କେନ୍ଦ୍ର ବୁଲିଲେ କେନ୍ଦ୍ରମନ୍ତ୍ରୀ

କୋଣାର୍କ,୩୧ା୧୨(ଡି.ଏନ୍‌.ଏ.): ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାର ଆବଶ୍ୟକତା ରହିଛି। ପୁରୀ, କୋଣାର୍କ, ଚିଲିକା ଆଦି ଅଞ୍ଚଳକୁ ମିଶାଇ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ ବନାଇବା...

ଲଙ୍ଗଳ ଧରି ପ୍ରଚାର କଲେ

କୋକସରା,୩।୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀଙ୍କୁ ନିର୍ବାଚନୀ ଚିହ୍ନ ମିଳିବା ପରେ ଜୋର ଧରିଛି ପ୍ରଚାର। ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ ଆରମ୍ଭ କରି ଦେଇଛନ୍ତି।...

ଛେଣ୍ଡିପଦାରେ ଦନ୍ତା ତାଣ୍ଡବ: କଲେଜ ପାଚେରି ଭାଙ୍ଗିଲା, ବର୍ତ୍ତିଲେ ଜଗୁଆଳି

ଛେଣ୍ଡିପଦା,୧୯ା୭ (ସ୍ବ.ପ୍ର./ଡି.ଏନ.ଏ.)-ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ସନ୍ତରାବନ୍ଧ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ୩ଟି ହାତୀ ଉପଦ୍ରବ କରିବା ସହ ସ୍ଥାନୀୟ ମହର୍ଷି ମହାବିଦ୍ୟାଳୟ ପାଚେରି...

Advertisement
Archives

Model This Week