ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣିରେ ମୋଟ ୨୨୧ଟି ଅଭିଯୋଗ ରହିଥିଲା। ସେଥିମଧ୍ୟରେ ସାମୂହିକ ୧୨୧ଟି ରହିଥିବା ବେଳେ ବ୍ୟକ୍ତିଗତ ୧୦୦ଟି ଅଭିଯୋଗର ଶୁଣାଣି ହୋଇଥିଲା।
ସେହିପରି ଦିବ୍ୟାଙ୍ଗଙ୍କୁ ଟ୍ରାଇସାଇକଲ ଓ ଉପକରଣ ବଣ୍ଟନ କରାଯାଇଥିଲା। କନ୍ଧମାଳ ଜିଲାପାଳ ବେଦଭୂଷଣ, କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ, ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସ, ପ୍ରୋବେଶନର ଆଇଏଏସ ଯସକରଣ ସିଂଙ୍କ ସମେତ ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ର ଓ ଜିଲ୍ଲା ଏବଂ ଉପଖଣ୍ଡସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣିଥିଲେ। ମୋବାଇଲ ନେଟୱାର୍କ, ପିଇବା ପାଣି, ରାସ୍ତାଘାଟ ସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହିତାଧିକାରୀ, ଭତ୍ତା, ପିଇବା ପାଣି ସମସ୍ୟା, ସମେତ ଶିକ୍ଷା,ସ୍ବାସ୍ଥ୍ୟ ଆଦି ସମସ୍ୟାର ସମାଧାନ ପାଇଁ ଲୋକେ ଦାବି କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri