ଜିଲାସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଆରମ୍ଭ: ପ୍ରଥମଥର ପାଇଁ ହେଲା ଏମିତି…

ଗଞ୍ଜାମ,୧୬।୧୦ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ସ୍ତରୀୟ ଖୋ ଖୋ ଚାମ୍ପିୟନସିପ ୨୦୨୫ ପ୍ରତିଯୋଗିତା ଗୁରୁବାର ଅପରାହ୍ନରେ ଆରମ୍ଭ ହୋଇଛି । ଏହି ପ୍ରତିଯୋଗିତା ତିନି ଦିନ ଧରି ଚାଲିବ । ଜିଲାର ୨୨ ବ୍ଲକର ବିଭିନ୍ନ ସ୍କୁଲର ୧୪ ବର୍ଷରୁ ୧୭ ବର୍ଷ କମ ବାଳିକା/ବାଳକଙ୍କୁ ନେଇ ୯୫ଟି ଦଳର ୪୮୪ ଛାତ୍ରୀଛାତ୍ର ଏହି ଜିଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି। ପ୍ରତ୍ୟେକ ଦିନ ୪୨ଟି ଲେଖାଏ ମ୍ୟାଚ ତିନି ଦିନ ଧରି ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି ବ୍ଲକରେ ଖୋ ଖୋ ପ୍ରତିଯୋଗିତା ଅନୁଷ୍ଠିତ ହେଉଥିବା ବେଳେ ପ୍ରଥମ ଥର ପାଇଁ ଖୋ ଖୋ ଭଳି ପ୍ରତିଯୋଗିତା ଫ୍ରଡ ଲାଇଟରେ ଅନୁଷ୍ଠିତ ହେଉଅଛି। ଏହାକୁ ଜିଲା ଶିକ୍ଷାଧିକାରୀ ଅଜୟ କୁମାର ପତ୍ର, ଶାରୀରିକ ଶିକ୍ଷା ନିରୀକ୍ଷକ ଭାଗିରଥି ସ୍ବାଇଁ ଡିଡିଓ ସୁଚିତ୍ରା ପାଣିଗ୍ରାହୀ, ଭାରତୀ ବିଦ୍ୟାପୀଠ କ୍ରୀଡା ଶିକ୍ଷକ ପ୍ରୀତି ରଞ୍ଜନ ପ୍ରଧାନ, ପିଇଟି ସୀତାରାମ ବ୍ୟବର୍ତ୍ତାଙ୍କ ସମେତ ସମସ୍ତ ପିଇଟି, ସିଆରସିସି, ପ୍ରଧାନ ଶିକ୍ଷକ ମାନେ ସହଯୋଗ ପରିଚାଳନା କରୁଛନ୍ତି । ପ୍ରକାଶ ଯୋଗ୍ୟ ଏହି ପ୍ରତିଯୋଗିତା ଗତ ୧୪ ରୁ ୧୬ରେ ହେବାକୁ ଥିଲା କିନ୍ତୁ ବର୍ଷା କାରଣରୁ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଏହାକୁ ଘୁଞ୍ଚାଇଦିଆ ଯାଇଥିଲା ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri