ଚାଲିଛି ଜିଲାସ୍ତରୀୟ ଖୋ ଖୋ ପ୍ରତିଯୋଗିତା: ଶୌଚାଳୟ ବ୍ୟବସ୍ଥା ଠିକ୍‌ ନଥିବାରୁ ତୀବ୍ର ଅସନ୍ତୋଷ

ଗଞ୍ଜାମ,୧୮।୧୦(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକରେ ଜିଲାସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମଠାରେ ଚାଲିଛି। ଜିଲାର ୨୨ ବ୍ଲକର ୯୫ରୁ ଉର୍ଦ୍ଧ୍ୱ ସ୍କୁଲର ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିଛନ୍ତି । ସେମାନଙ୍କ ସହ ପିଇଟି ଶିକ୍ଷକମାନେ ମଧ୍ୟ ଖେଳ ପରିଚାଳନା କରୁଛନ୍ତି । କିନ୍ତୁ ଦୁଃଖର ବିଷୟ ହେଉଛି କି ଏଠାରେ ଶୌଚାଳୟ ବ୍ୟବସ୍ଥା ଠିକ୍‌ ନଥିବାରୁ କ୍ରୀଡା ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେଇଛି । ଜଣେ କ୍ରୀଡା ଶିକ୍ଷକ ବଡ଼ ବଜାର ସ୍ଥିତ ଶୌଚାଳୟକୁ ଯାଇଥିଲେ କିନ୍ତୁ ସେଠାରେ ତାଲା ଝୁଲୁଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏଥିପାଇଁ ଏନଏସି ପ୍ରଶାସନ ଯତ୍ନବାନ ହେବାର ଆବଶ୍ୟକତା ଥିଲା ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି। ସ୍କୁଲ ମଧ୍ୟରେ ଥିବା ଲାର୍ଟିନ ବ୍ୟବହାର ଯୋଗ୍ୟ ନୁହଁ ବୋଲି ଜଣେ ଛାତ୍ରୀ କହିଛନ୍ତି l ଏନଏସି ପ୍ରଶାସନର ପାରିବାପଣିଆ ପଦାରେ ପଡିଲା ବୋଲି ଆଲୋଚନା ହେଉଛି । ଖୋଦ ଏନଏସି ଅଧ୍ୟକ୍ଷା ଉକ୍ତ ଜିଲାସ୍ତରୀୟ ପ୍ରତିଯୋଗିତାରେ ଅତିଥି ଭାବେ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri