ନିର୍ବାଚନକୁ ଦୃଷ୍ଟିରେ ରଖି ଜିଲାସ୍ତରୀୟ ବୈଠକ

ଛତ୍ରପୁର,୨୬।୯(ଦିଲ୍ଲୀପ ସାମଲ) ଗଞ୍ଜାମ ଜିଲ୍ଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷରେ ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି l ବର୍ତ୍ତମାନ ସୁଦ୍ଧା ଜିଲାରେ ୩୦୬୩ଟି ପୋଲିଙ୍ଗ ଷ୍ଟେସନ କରାଯାଇଛି l ପୂର୍ବରୁ ଜିଲାରେ ୧୨ଟି ନୂଆ ପୋଲିଙ୍ଗ ଷ୍ଟେସନ କରାଯିବା ପାଇଁ ପ୍ରସ୍ତାବ ଆସିଥିବା ବେଳେ ଏବେ ହିଞ୍ଜିଳିକାଟୁ ଓ ଦିଗପହଣ୍ଡିରେ ଆଉ ଦୁଇଟି ପୋଲିଙ୍ଗ ଷ୍ଟେସନ କରାଯିବା ନିମନ୍ତେ ପ୍ରସ୍ତାବ ଆସିଛି l ମୋଟ ୧୪ଟି ନୂଆ ପ୍ରସ୍ତାବିତ ପୋଲିଙ୍ଗ ଷ୍ଟେସନକୁ ନିର୍ବାଚନ କମିଶନରଙ୍କ ପାଖକୁ ପଠାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri