ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଉଦ୍‌ଯାପିତ

ଦେବଗଡ଼,୧୯ା୧(ଡ଼ି.ଏନ୍‌.ଏ.)-ଓରମାସ ଏବଂ ଜିଲା ପ୍ରଶାନର ମିଳିତ ଆନୁକୂଲ୍ୟରେ ଗତ ୨ରୁ ସ୍ଥାନୀୟ ଶନି ମନ୍ଦିର ନିକଟରେ ଆୟୋଜିତ ହେଉଥିବା ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଗତ ୧୬ ତାରିଖ ଉଦ୍‌ଯାପିତ ହୋଇଯାଇଛି ା ଏହି ପ୍ରଦର୍ଶନୀରେ ଜିଲାର ବିଭିନ୍ନ ସ୍ଥାନରୁ ୧୫ଟି ସ୍ବୟଂ ସହାୟକ ଗୋଷ୍ଠୀ ଓ ପ୍ରଡ୍ୟୁସର ଗ୍ରୁପ ଯୋଗଦେଇ ନିଜର ଉପତ୍ାଦିତ ଦ୍ରବ୍ୟଗୁଡିକର ବିକ୍ରିବଟା କରିଥିଲେ ା ଏହି ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀରେ ସେମାନେ ବିଭିନ୍ନ ପ୍ରକାର ଆଚାର, ମସଲା, ପାଁପଡ, ବଡି, ଡାଲି ଜାତୀୟ ଦ୍ରବ୍ୟ, ବାଉଁଶ ତିଆରି ଜିନିଷ, ଅଗରବତୀ, ହାତ ତିଆରି ଝାଡୁ, ଜଙ୍ଗଲଯାତ ଦ୍ରବ୍ୟ ଯଥା ଅଁଳା, ହରିଡା, ବାହାଡା, ଝୁଣା, ମହୁ ଇତ୍ୟାଦି ଦ୍ରବ୍ୟଗୁଡିକର ବିକ୍ରିବଟା କରିଥିଲେ ା ଏହା ବ୍ୟତୀତ କୋଭିଡ-୧୯ ସଚେତନତା ନିମନ୍ତେ ପ୍ରଦର୍ଶନୀରେ ମାସ୍କ, ସାନିଟାଇଜ ଏବଂ ହ୍ୟାଣ୍ଡଓ୍ବାସ ବିକ୍ରିବଟା କରାଯାଇଥିଲା ା ଏହି ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀରେ ୫,୨୯,୮୬୦ଟଙ୍କାର କାରବାର ହୋଇଥିବା ଓରମାସର ସିଇଓ ସୁବଳ ଜନାମଣି ଜଣାଇଛନ୍ତି। ସରକାରଙ୍କ ନିଷ୍ପତିକ୍ରମେ କରୋନା ମହାମାରୀ ସମୟରେ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କର ଆର୍ଥିକ ଅବସ୍ଥାରେ ସୁଧାର ଆଣିବା ଏହି ପ୍ରଦର୍ଶନୀର ଆୟୋଜନର ପ୍ରମୁଖ ଉଦ୍ଦେଶ୍ୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲା ଗୁଗୁଲ୍‌ ପେ’ରେ ଲୁଟୁଥିବା ଲୁଟେରା

ଝାରସୁଗୁଡ଼ା ଅଫିସ,୨୨ା୬: ଝାରସୁଗୁଡ଼ା ଜିଲା ପୋଲିସ ଏକ ଆନ୍ତଃ ଜିଲା ସାଇବର କ୍ରାଇମ୍‌ ଉପରୁ ରହସ୍ୟ ଉଠାଇଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ନୟାଗଡ଼ ଜିଲାରୁ...

ଶୁକ୍ରବାର ଓଡ଼ିଶା ଆସିବେ ଗିରିରାଜ, ବାବୁଲ ସୁପ୍ରିୟୋ

ଭୁବନେଶ୍ୱର,୯।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ଭାଜପା ପକ୍ଷରୁ ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର...

ଆସନ୍ତା ବର୍ଷ ୭ ଜିଲାରେ କଦଳୀଚାଷୀଙ୍କୁ ୧ ଲକ୍ଷ ଟଙ୍କା ସହାୟତା ମିଳିବ: ମନ୍ତ୍ରୀ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଫଳ, ଅଣ୍ଡା, ମାଂସ, କଦଳୀ ସବୁ ଆନ୍ଧ୍ରରୁ ଆସୁଛି। ୨୦ ଲକ୍ଷ ମେଟ୍ରିକ ଟନ୍‌ କଦଳୀର ଚାହିଦା ଥିବା ବେଳେ ୧୫ ଲକ୍ଷ ଆନ୍ଧ୍ରରୁ...

ଓ୍ବାର୍ଲ୍‌‍ଡ ଟ୍ରାଭେଲ ମାର୍କେଟରେ ମହାରାଜା ଏକ୍ସପ୍ରେସ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ଲଣ୍ଡନରେ ପ୍ରଦର୍ଶିତ ହେବ ଭାରତୀୟ ରେଳପଥର ସର୍ବୋତ୍ତମ ବିଳାସପୂର୍ଣ୍ଣ ଟ୍ରେନ୍‌ ମହାରାଜା ଏକ୍ସପ୍ରେସ। ଆସନ୍ତା ୪ରୁ ୬ ନଭେମ୍ବର ପର୍ଯ୍ୟନ୍ତ ଭାରତର ଏହି...

ଚିଲିକାରୁ ୪୩୦ ଏକର ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୩୦।୭(ଡି.ଏନ୍‌.ଏ.): ଚିଲିକାକୁ ନେଇ ମତ୍ସ୍ୟଜିବୀ, ପେଷାଦାର ମତ୍ସ୍ୟଜୀବୀ ଏବଂ ପ୍ରଶାସନ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ଗୁରୁବାର ଠାରୁ ଚିଲିକାରୁ ଘେରି ଉଚ୍ଛେଦ ପ୍ରକିୟା...

୪୧ ବର୍ଷ ପରେ ବି ବିଦ୍ୟାଳୟକୁ ନାହିଁ ରାସ୍ତା

ଚମ୍ପୁଆ, ୩୦।୬ (ଡି.ଏନ.ଏ.) – ଦୀର୍ଘ ୪୧ ବର୍ଷ ପରେବି ବିଦ୍ୟାଳୟକୁ ରାସ୍ତା ନ ଥିବା ପରିତାପର ବିଷୟ ପାଲଟିଛି। ଦେଶର ଭବିଷ୍ୟତ ନିର୍ମାଣ କରୁଥିବା...

ଆଜି ନୂଆଁଖାଇ: ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୯(ବ୍ୟୁରୋ): ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁଖାଇ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଚଳିତ ବର୍ଷ ରବି ଫସଲ ପାଇଁ...

କଳାହାଣ୍ଡିର ମା’ ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ କୋଟି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା’ ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି। ଏଥିରେ...

Advertisement
Archives

Model This Week