ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଉଦ୍‌ଯାପିତ

ଦେବଗଡ଼,୧୯ା୧(ଡ଼ି.ଏନ୍‌.ଏ.)-ଓରମାସ ଏବଂ ଜିଲା ପ୍ରଶାନର ମିଳିତ ଆନୁକୂଲ୍ୟରେ ଗତ ୨ରୁ ସ୍ଥାନୀୟ ଶନି ମନ୍ଦିର ନିକଟରେ ଆୟୋଜିତ ହେଉଥିବା ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଗତ ୧୬ ତାରିଖ ଉଦ୍‌ଯାପିତ ହୋଇଯାଇଛି ା ଏହି ପ୍ରଦର୍ଶନୀରେ ଜିଲାର ବିଭିନ୍ନ ସ୍ଥାନରୁ ୧୫ଟି ସ୍ବୟଂ ସହାୟକ ଗୋଷ୍ଠୀ ଓ ପ୍ରଡ୍ୟୁସର ଗ୍ରୁପ ଯୋଗଦେଇ ନିଜର ଉପତ୍ାଦିତ ଦ୍ରବ୍ୟଗୁଡିକର ବିକ୍ରିବଟା କରିଥିଲେ ା ଏହି ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀରେ ସେମାନେ ବିଭିନ୍ନ ପ୍ରକାର ଆଚାର, ମସଲା, ପାଁପଡ, ବଡି, ଡାଲି ଜାତୀୟ ଦ୍ରବ୍ୟ, ବାଉଁଶ ତିଆରି ଜିନିଷ, ଅଗରବତୀ, ହାତ ତିଆରି ଝାଡୁ, ଜଙ୍ଗଲଯାତ ଦ୍ରବ୍ୟ ଯଥା ଅଁଳା, ହରିଡା, ବାହାଡା, ଝୁଣା, ମହୁ ଇତ୍ୟାଦି ଦ୍ରବ୍ୟଗୁଡିକର ବିକ୍ରିବଟା କରିଥିଲେ ା ଏହା ବ୍ୟତୀତ କୋଭିଡ-୧୯ ସଚେତନତା ନିମନ୍ତେ ପ୍ରଦର୍ଶନୀରେ ମାସ୍କ, ସାନିଟାଇଜ ଏବଂ ହ୍ୟାଣ୍ଡଓ୍ବାସ ବିକ୍ରିବଟା କରାଯାଇଥିଲା ା ଏହି ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀରେ ୫,୨୯,୮୬୦ଟଙ୍କାର କାରବାର ହୋଇଥିବା ଓରମାସର ସିଇଓ ସୁବଳ ଜନାମଣି ଜଣାଇଛନ୍ତି। ସରକାରଙ୍କ ନିଷ୍ପତିକ୍ରମେ କରୋନା ମହାମାରୀ ସମୟରେ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କର ଆର୍ଥିକ ଅବସ୍ଥାରେ ସୁଧାର ଆଣିବା ଏହି ପ୍ରଦର୍ଶନୀର ଆୟୋଜନର ପ୍ରମୁଖ ଉଦ୍ଦେଶ୍ୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସୁସ୍ଥ ହେଲେ ୨୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୧: ଓଡ଼ିଶାରେ ଗୁରୁବାର ୨୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୮୩୨ରେ ପହଞ୍ଚିଛି।...

ବିଶୋଧିତ ହେଲା ଏରେଇଁ ଅଞ୍ଚଳ

ଭଦ୍ରକ ଅଫିସ, ୭ା୪- ସୋମବାର ସକାଳୁ ତୃତୀୟ ଦିନରେ ଭଦ୍ରକ ଉପକଣ୍ଠ ଏରେଇଁ ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧିତ କରାଯାଇଛି। ଜିଲା ଅଗ୍ନିଶମ ଅଧିକାରୀ...

ପ୍ରତିଶ୍ରୁତି ଦେଲେ ନବୀନ: ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର,୧୭।୭: ଉପରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକରଙ୍କୁ ସମର୍ଥନ...

ଆଜି ଶ୍ରୀକ୍ଷେତ୍ର ଭଉଁରୀ: ଶ୍ରୀମନ୍ଦିର ଭିତରେ ହେବ ବିଧି ରକ୍ଷା

ପୁରୀ ଅଫିସ,୧୫।୫: ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ହେଲେ ଏଥର ଭଉଁରି ଯାତରେ ୨୧ ଘେରା ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେନି ଠାକୁର। ଶ୍ରୀମନ୍ଦିର ଭିତରେ ହିଁ...

ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ସହି ପାରିଲେନି: ଏମ୍‌କେସିଜିରେ ଆଖି ବୁଜିଲେ ନାବାଳିକା ପ୍ରଶଂସକ

ବ୍ରହ୍ମପୁର ଅଫିସ,୫।୭: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଖବରକୁ ସହଜରେ ଗହଣ କରିପାରୁ ନାହାନ୍ତି ପ୍ରଶଂସକ। ଏଭଳି ତାଙ୍କ ଆତ୍ମହତ୍ୟା ପରେ ତାଙ୍କ...

୪ ଡିଗ୍ରୀ ଯାଏ ବଢ଼ିବ ତାତି

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ରାଜ୍ୟକୁ ପୁଣି ଗ୍ରୀଷ୍ମ ପ୍ରବାହ ଫେରିବ। ୩ଦିନ ପରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ବୃଦ୍ଧି ହେବା ସମ୍ଭାବନା ରହିଥିବା...

ଜୁଲାଇ ୧ରୁ ବସ୍‌ ଧର୍ମଘଟ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଜୁଲାଇ ୧ରୁ ସାରା ରାଜ୍ୟରେ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ଚେତାବନୀ ଦେଇଛି। ଶନିବାର...

ଓ୍ବାର୍ଲ୍‌‍ଡ ଟ୍ରାଭେଲ ମାର୍କେଟରେ ମହାରାଜା ଏକ୍ସପ୍ରେସ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ଲଣ୍ଡନରେ ପ୍ରଦର୍ଶିତ ହେବ ଭାରତୀୟ ରେଳପଥର ସର୍ବୋତ୍ତମ ବିଳାସପୂର୍ଣ୍ଣ ଟ୍ରେନ୍‌ ମହାରାଜା ଏକ୍ସପ୍ରେସ। ଆସନ୍ତା ୪ରୁ ୬ ନଭେମ୍ବର ପର୍ଯ୍ୟନ୍ତ ଭାରତର ଏହି...

Advertisement
Archives

Model This Week