ଖୋର୍ଦ୍ଧା ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ଖୋର୍ଦ୍ଧା,୧୯ା୪: ଖୋର୍ଦ୍ଧା ଜିଲାରେ  ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଅସହ୍ୟ ଖରାକୁ ଦେଖି ୨୦ରୁ ୨୩ ପର୍ଯ୍ୟନ୍ତ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ଜିଲାପାଳ କହିଛନ୍ତି। ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ଏବଂ ନିରାପତ୍ତା ଆମ ପାଇଁ ପ୍ରାଥମିକତା। ପରବର୍ତ୍ତୀ ସମୟରେ ପାଣିପାଗ ସ୍ଥିତିକୁ ସମୀକ୍ଷା କରାଯାଇ ଆଗାମୀ ନିଷ୍ପତ୍ତି ନିଆଯିବ ବୋଲି ଜିଲାପାଳ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri