ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା ଉଠାଇଲେ ଜିଲାପାଳ

କୋରାପୁଟ,୨୫ା୧(ଅମିତାଭ ବେହେରା): ଆସନ୍ତା ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ରବିବାର ବାତିଲ କରାଯାଇଛି। କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ରବିବାର ଏନେଇ ଜାରି କରିଥିବା ଚିଠିରୁ ଜଣାଯାଇଛି।

ସୂଚନା ଥାଉକି, ପୂର୍ବରୁ ଗତ ଶୁକ୍ରବାର ଏ ସମ୍ପର୍କରେ ଜିଲାର ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀମାନଙ୍କୁ ଚିଠି କରି ଏହା କଡ଼ାକଡ଼ି ଭାବେ ରୂପାୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜାନୁଆରୀ ୨୬ ସୋମବାର ଜିଲାର ସବୁ ଅଞ୍ଚଳରେ ଯେପରି ଛେଳି ମାଂସ, କୁକୁଡ଼ା ମାଂସ, ମାଛ, ଅଣ୍ଡା ଏବଂ ଅନ୍ୟାନ୍ୟ ଆମିଷ ଜାତୀୟ ଖାଦ୍ୟ ବିକ୍ରି ନ ହୁଏ ସେଥିପ୍ରତି କଡ଼ା ନଜର ରଖିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଏହାକୁ ନେଇ କିଛି ସାମାଜିକ ମିଡିଆରେ ତୀବ୍ର ବିରୋଧ ହୋଇଥିବାବେଳେ ସାଧାରଣରେ କଟକଣା ନେଇ ମିଶ୍ରିତ ପ୍ରତିକ୍ରିୟା ପ୍ରକାଶ ପାଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପଗିରି ମନ୍ଦିର ଗୁପ୍ତଧନ ଲୁଟ୍‌ର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ‘ଗୁରୁ’ଙ୍କ ସହ ୫ ଗିରଫ, ଜବତ ହୋଇପାରିନି…

ଥୁଆମୂଳ ରାମପୁର, ୧୨।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମୁଡ଼ାବାହାଲ ଗ୍ରାମର ପ୍ରାଚୀନ ପ୍ରତାପଗିରି (ବୁଢ଼ାରଜା-ଠାକୁରାଣୀ) ମନ୍ଦିରରୁ ଗୁପ୍ତଧନ ଲୁଟ ଘଟଣାରେ…

ରବି ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ ଆରମ୍ଭରୁ ଅସନ୍ତୋଷ: ଅବଧି ବୃଦ୍ଧି ଦାବି କଲେ ଚାଷୀ, ସମବାୟ ଉପ ନିବନ୍ଧକଙ୍କୁ…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ରହିଥିବା ଅବଧିକୁ ନେଇ ଆରମ୍ଭରୁ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri