ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲାପାଳ

ନୂଆପଡ଼ା,୧୮ା୭(ମକାରୁ ବେମାଲ): ନୂଆପଡ଼ା ସାହାଜଟ ସେବାଶ୍ରମ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି। ଅଷ୍ଟମ ଶ୍ରେଣୀ ଛାତ୍ର ମୃତ୍ୟୁ ପରେ ଏପରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଜିଲାପାଳ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଥିବା ଜଣାପଡ଼ିଛି।  ତାଙ୍କୁ ଗିରଫ କରିବା ପାଇଁ ଆଦିବାସୀ କଲ୍ୟାଣ ସଂଘ ଜୋର୍‌ଦାର୍‌ ଦାବି କରିଛି। ତେବେ କେଉଁ ପରିସ୍ଥିତିରେ ଛାତ୍ରଙ୍କ ମୃତ୍ୟୁ ହେଲା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri